ପ୍ରେମିକା ଘର ସାମ୍ନାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ

Madhusudan Das Picture
Published On

ସୁନ୍ଦରଗଡ: ପ୍ରେମିକା ଘର ସାମ୍ନାରେ ଥିବା ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏକତରଫା ପ୍ରେମରେ ବିଫଳ ହେବା ପରେ ଯୁବକଜଣକ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ଜାମପାଲି ପଦାରେ ଘଟିଛି ଏହି ଘଟଣା । ମୃତ ଯୁବକ ଜଣକ ରାଜଗାଙ୍ଗପୁର ରାଣୀବନ୍ଦ ଅଞ୍ଚଳର ବିକାଶ ମହ।ନନ୍ଦିଆ ବୋଲି ଜଣାପଡିଛି । ତେବେ ମୃତକଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ରାଜଗାଙ୍ଗପୁର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର