କଲେଜ ସମ୍ମୁଖରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Madhusudan Das Picture
Published On

ପୁରୀ: ପୁରୀରେ ଯୁବକଙ୍କୁ ହତ୍ୟା । ପୁରୀ ଏସ୍‌ସିଏସ୍‌ କଲେଜ ସମ୍ମୁଖରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବକ ଜଣକ ବାଲେଶ୍ୱର ଜିଲ୍ଲା ଜଳେଶ୍ବର ଅଞ୍ଚଳର ଏବଂ ସେ ନିକଟ ହୋଟେଲରେ କାମ କରୁଥିଲେ ବୋଲି ଜଣାପଡିଛି । ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି କେହି ହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଉକ୍ତ ମାମଲାରେ ହୋଟେଲ ମାଲିକ ଓ ଅନ୍ୟ କର୍ମଚାରୀଙ୍କୁ ଅଟକ ରଖି ତଦନ୍ତ ଜାରି ରହିଥିବା ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି । 

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦର ତାଳତୋଳା ଗ୍ରାମରେ ଶ୍ରୀରାମ ନବମୀ ପାଳିତ, ୩୭ତମ ନବାହ୍ନ ପାରାୟଣ ଆରମ୍ଭ

24 Jan 2026 By Madhusudan Das

କଲେଜ ସମ୍ମୁଖରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ପୁରୀ: ପୁରୀରେ ଯୁବକଙ୍କୁ ହତ୍ୟା । ପୁରୀ ଏସ୍‌ସିଏସ୍‌ କଲେଜ ସମ୍ମୁଖରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତ ଯୁବକ ଜଣକ ବାଲେଶ୍ୱର ଜିଲ୍ଲା ଜଳେଶ୍ବର ଅଞ୍ଚଳର ଏବଂ ସେ ନିକଟ ହୋଟେଲରେ କାମ କରୁଥିଲେ ବୋଲି ଜଣାପଡିଛି । ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ହାଣି କେହି ହତ୍ୟା କରିଥିବା ଅନୁମାନ କରାଯାଉଛି । ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିଥିବାବେଳେ ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି । ଉକ୍ତ ମାମଲାରେ ହୋଟେଲ ମାଲିକ ଓ ଅନ୍ୟ କର୍ମଚାରୀଙ୍କୁ ଅଟକ ରଖି ତଦନ୍ତ ଜାରି ରହିଥିବା ସିଟି ଡିଏସପି ରଶ୍ମିରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର