ଡିଭାଇଡର୍‌କୁ ଡେଇଁ ଟ୍ୟାଙ୍କର୍‌ ସହ ପିଟି ହେଲା ବୋଲେରୋ, ଚାଲିଗଲା ୩ ଜୀବନ

Madhusudan Das Picture
Published On

କଟକ: ବୋଲେରୋ ସହ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା । ୧୬ନଂ ଜାତୀୟ ରାଜପଥ ଟାଙ୍ଗୀ ରଜକଣା ଛକ ନିକଟରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଘଟଣା ସ୍ଥଳରେ ଚାଲିଗଲା ୩ ଜୀବନ, ୨ ଗୁରୁତର । ଗୁରୁତରଙ୍କ ଅବସ୍ଥା ସଙ୍କଟପନ୍ନ । ଘଟଣା ସ୍ଥଳରେ ଟାଙ୍ଗୀ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ୨ଜଣଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଇଛନ୍ତି । ଅଗ୍ନିଶମ ବାହିନୀ ମୃତ ୩ ଜଣଙ୍କୁ କଟର ସାହାଯ୍ୟରେ କାଟି ବାହାର କରିଛନ୍ତି । ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ପୋଲିସ ।

ଆହୁରି ପଢ଼ନ୍ତୁ: ସରକାରୀ ସ୍କୁଲରେ ପାଠ୍ୟପୁସ୍ତକର ଗୁରୁତର ଅଭାବ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲା ବିଜୁ ଛାତ୍ର ଜନତା ଦଳ

ସୂଚନା ଅନୁସାରେ, ସୁନ୍ଦରଗଡ଼ ରୁ ପୁରୀ ଯାଉଥିବା ଏକ ବୋଲେର ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡର୍  ରେ ଚଡ଼ିବା ସହିତ ରାସ୍ତା ଆର ପାଖକୁ ଚାଲିଯାଇଥିଲା । ରାସ୍ତାର ଆର ପଟେ ଯାଉଥିବା ଏକ ଟ୍ୟାଙ୍କର ସହିତ ଧକ୍କା ଦେଇଥିଲା । ଫଳରେ ବୋଲେରୋ ଗାଡ଼ିରେ ଥିବା ୫ଜଣ ଙ୍କ ମଧ୍ୟରୁ ଘଟଣା ସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୨ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଚିକିତ୍ସିତ ପାଇଁ ପୁଲିସ ପଠାଇଛି । 

ଆହୁରି ପଢ଼ନ୍ତୁ: ଭୁବନେଶ୍ବରରେ ପହଞ୍ଚିଲେ ସ୍ଥଳସେନା ମୁଖ୍ୟ ଜେନେରାଲ୍ ଉପେନ୍ଦ୍ର ଦ୍ୱିବେଦୀ

25 Nov 2025 By Madhusudan Das

ଡିଭାଇଡର୍‌କୁ ଡେଇଁ ଟ୍ୟାଙ୍କର୍‌ ସହ ପିଟି ହେଲା ବୋଲେରୋ, ଚାଲିଗଲା ୩ ଜୀବନ

କଟକ: ବୋଲେରୋ ସହ ଟ୍ୟାଙ୍କରର ମୁହାଁମୁହିଁ ଧକ୍କା । ୧୬ନଂ ଜାତୀୟ ରାଜପଥ ଟାଙ୍ଗୀ ରଜକଣା ଛକ ନିକଟରେ ମର୍ମନ୍ତୁତ ସଡ଼କ ଦୁର୍ଘଟଣା । ଘଟଣା ସ୍ଥଳରେ ଚାଲିଗଲା ୩ ଜୀବନ, ୨ ଗୁରୁତର । ଗୁରୁତରଙ୍କ ଅବସ୍ଥା ସଙ୍କଟପନ୍ନ । ଘଟଣା ସ୍ଥଳରେ ଟାଙ୍ଗୀ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ୨ଜଣଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଇଛନ୍ତି । ଅଗ୍ନିଶମ ବାହିନୀ ମୃତ ୩ ଜଣଙ୍କୁ କଟର ସାହାଯ୍ୟରେ କାଟି ବାହାର କରିଛନ୍ତି । ଘଟଣାସ୍ଥଳରେ ତଦନ୍ତ ଆରମ୍ଭ କରିଛି ପୋଲିସ ।

ସୂଚନା ଅନୁସାରେ, ସୁନ୍ଦରଗଡ଼ ରୁ ପୁରୀ ଯାଉଥିବା ଏକ ବୋଲେର ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡର୍  ରେ ଚଡ଼ିବା ସହିତ ରାସ୍ତା ଆର ପାଖକୁ ଚାଲିଯାଇଥିଲା । ରାସ୍ତାର ଆର ପଟେ ଯାଉଥିବା ଏକ ଟ୍ୟାଙ୍କର ସହିତ ଧକ୍କା ଦେଇଥିଲା । ଫଳରେ ବୋଲେରୋ ଗାଡ଼ିରେ ଥିବା ୫ଜଣ ଙ୍କ ମଧ୍ୟରୁ ଘଟଣା ସ୍ଥଳରେ ୩ଜଣଙ୍କ ମୃତ୍ୟୁ ହୋଇଥିଲା ବେଳେ ୨ଜଣଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଚିକିତ୍ସିତ ପାଇଁ ପୁଲିସ ପଠାଇଛି । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର