ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘର ଉପରକୁ ବୋମାମାଡ଼, ୩ ଆହତ

The Sakala Picture
Published On

ଖଲ୍ଲିକୋଟ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ହରିପୁର ଗାଁରେ ହୋଇଛି ବୋମାମାଡ଼ । ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇବାବେଳେ ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ […]

ଖଲ୍ଲିକୋଟ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ହରିପୁର ଗାଁରେ ହୋଇଛି ବୋମାମାଡ଼ । ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇବାବେଳେ ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି, ଆହୁରି ୫ ଦିନ ଯାଏ ଛେଚିବ

ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ହରିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଆଜି ସକାଳେ ଗୋଟିଏ ଗୋଷ୍ଠୀର ଲୋକ ଆସି ଅନ୍ୟ ଗୋଷ୍ଠୀ ଉପରେ ବୋମା ମାଡ଼ କରିଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

25 Nov 2023 By The Sakala

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଘର ଉପରକୁ ବୋମାମାଡ଼, ୩ ଆହତ

ଖଲ୍ଲିକୋଟ: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ହରିପୁର ଗାଁରେ ହୋଇଛି ବୋମାମାଡ଼ । ଏହି ବୋମାମାଡ଼ରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଦୁଇ ଜଣ ସାମାନ୍ୟ ଆହତ ହୋଇଛନ୍ତି । ଆହତମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇବାବେଳେ ଗୁରୁତରଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଘଟଣାସ୍ଥଳରେ ଖଲ୍ଲିକୋଟ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, କିଛି ଦିନ ପୂର୍ବରୁ ହରିପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ଆଜି ସକାଳେ ଗୋଟିଏ ଗୋଷ୍ଠୀର ଲୋକ ଆସି ଅନ୍ୟ ଗୋଷ୍ଠୀ ଉପରେ ବୋମା ମାଡ଼ କରିଥିଲେ। ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର