ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବାଙ୍କୀରେ ବୋମାମାଡ଼, ୬ରୁ ଉର୍ଦ୍ଧ୍ବ ଗୁରୁତର

The Sakala Picture
Published On

ବାଙ୍କୀ: ବାଙ୍କୀ ଥାନା ଅନ୍ତର୍ଗତ ଭେଡ଼ା ରାମଚନ୍ଦ୍ରପୁର ଗାଁରେ ବୋମାମାଡ଼। ବୋମାମାଡ଼ରେ ୬ରୁ ଉର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପ୍ରଥମେ ବାଙ୍କୀ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୨ ଜଣକ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଆଜି ସଂଧ୍ୟା ସମୟରେ ବୋମା ମାଡ଼ ହୋଇଥିବାବେଳେ ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି  ତଦନ୍ତ  ଆରମ୍ଭ କରିଛି । ସୂଚନା ଅନୁସାରେ, ଦୁଇ ସାହି ମଧ୍ୟରେ […]

ବାଙ୍କୀ: ବାଙ୍କୀ ଥାନା ଅନ୍ତର୍ଗତ ଭେଡ଼ା ରାମଚନ୍ଦ୍ରପୁର ଗାଁରେ ବୋମାମାଡ଼। ବୋମାମାଡ଼ରେ ୬ରୁ ଉର୍ଦ୍ଧ୍ବ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ପ୍ରଥମେ ବାଙ୍କୀ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ତେବେ ୨ ଜଣକ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଛି । ଆଜି ସଂଧ୍ୟା ସମୟରେ ବୋମା ମାଡ଼ ହୋଇଥିବାବେଳେ ଘଟଣାସ୍ଥଳରେ ବାଙ୍କୀ ପୋଲିସ ପହଞ୍ଚି  ତଦନ୍ତ  ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ବୀରମହାରାଜପୁରର ବରିଷ୍ଠ ନାଗରିକ ସଂଗଠନ ପକ୍ଷରୁ ବିଶ୍ଵ ବରିଷ୍ଠ ନାଗରିକ ଦିବସ ପାଳିତ

ସୂଚନା ଅନୁସାରେ, ଦୁଇ ସାହି ମଧ୍ୟରେ ଅନେକ ଦିନ ଧରି ଗୋଷ୍ଠୀ ସଂଘର୍ଷ ଲାଗି ରହିଥିଲା। ତେଣୁ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତ ମାନେ ବୋମାଡ଼ କରି ଘଟଣା ସ୍ଥଳରୁ ଫେରାର ଅଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ନକଲି ଛେନା ଓ ପନିର ବିରୋଧରେ ଜୋରଦାର ଯାଞ୍ଚ; ବିଭିନ୍ନ ମିଠା ଦୋକାନରେ BMC ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଚଢ଼ାଉ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର