ଚିନ୍ତା ବଢାଇଲା କରୋନା: ଭୁବନେଶ୍ବରକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍

The Sakala Picture
Published On

ଭୁବନେଶ୍ୱର: କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ଆତଙ୍କ ଭିତରେ ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍ଏସ୍ ନଗରର ୧୧ ନମ୍ବର ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ବିଏମସି ନିର୍ଦ୍ଦେଶ ଅନୁଯାୟୀ, କଣ୍ଟେନମେଣ୍ଟ ଜୋନରୁ କେହି ବାହାରକୁ ଯାଇପାରିବେ ନାହିଁ କି ପ୍ରବେଶ କରିବେ […]

ଭୁବନେଶ୍ୱର: କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ଆତଙ୍କ ଭିତରେ ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍ଏସ୍ ନଗରର ୧୧ ନମ୍ବର ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଜଣେ ଗିରଫ

ବିଏମସି ନିର୍ଦ୍ଦେଶ ଅନୁଯାୟୀ, କଣ୍ଟେନମେଣ୍ଟ ଜୋନରୁ କେହି ବାହାରକୁ ଯାଇପାରିବେ ନାହିଁ କି ପ୍ରବେଶ କରିବେ ନାହିଁ । ବମିଖାଲ ଜୟଦୁର୍ଗା ନଗରର ପ୍ଲଟ ନମ୍ବର ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ବିଏମସି ସମସ୍ତ ଅତ୍ୟାବଶ୍ୟକୀୟ ସେବା ଯୋଗାଇଦେବ । କଣ୍ଟେନମେଣ୍ଟ ଜୋନରେ ଥିବା ଲୋକ ୯୩୩୮୭୩୩୬୪୧ ନମ୍ବରରେ କଲ୍ କରି ଔଷଧ୍ୟ ଓ ଅନ୍ୟ ଜିନିଷ ମଗାଇ ପାରିବେ ।

ଆହୁରି ପଢ଼ନ୍ତୁ: ଆଜି ବାହୁଡ଼ିବେ ମହାବାହୁ: ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡ଼ା ପହଣ୍ଡି, ଅପରାହ୍ଣ ୪ଟାରେ ରଥଟଣା

ସେହିଭଳି ଭିଏସ୍ଏସ୍ ନଗର ୧୧ ନମ୍ବର ୱାର୍ଡର ପ୍ଲଟ୍ ନମ୍ବର ଏଇ-୨୧୦କୁ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି । କଣ୍ଟେନମେଣ୍ଟ ଜୋନକୁ ଲାଗି ରହିଥିବା ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି । ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଅଞ୍ଚଳରେ ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯିବ

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଜଣେ ଭକ୍ତଙ୍କ ମୃତ୍ୟୁ: ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

21 Dec 2021 By The Sakala

ଚିନ୍ତା ବଢାଇଲା କରୋନା: ଭୁବନେଶ୍ବରକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍

ଭୁବନେଶ୍ୱର: କୋଭିଡର ନୂଆ ଭାରିଆଣ୍ଟ ଓମିକ୍ରନ ଆତଙ୍କ ଭିତରେ ରାଜଧାନୀ ଭୁବନେଶ୍ୱରକୁ ପୁଣି ଥରେ ଫେରିଛି କଣ୍ଟେନମେଣ୍ଟ ଜୋନ୍ । ଏକାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ପରେ ସତର୍କତାମୂଳକ ପଦକ୍ଷେପ ନେଇ ବିଏମସି କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି । ବମିଖାଲର ଜୟଦୁର୍ଗା ନଗର ଓ ଭିଏସ୍ଏସ୍ ନଗରର ୧୧ ନମ୍ବର ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ବିଏମସି ନିର୍ଦ୍ଦେଶ ଅନୁଯାୟୀ, କଣ୍ଟେନମେଣ୍ଟ ଜୋନରୁ କେହି ବାହାରକୁ ଯାଇପାରିବେ ନାହିଁ କି ପ୍ରବେଶ କରିବେ ନାହିଁ । ବମିଖାଲ ଜୟଦୁର୍ଗା ନଗରର ପ୍ଲଟ ନମ୍ବର ୧୩୦୩/୧୩୦୪କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ବିଏମସି ସମସ୍ତ ଅତ୍ୟାବଶ୍ୟକୀୟ ସେବା ଯୋଗାଇଦେବ । କଣ୍ଟେନମେଣ୍ଟ ଜୋନରେ ଥିବା ଲୋକ ୯୩୩୮୭୩୩୬୪୧ ନମ୍ବରରେ କଲ୍ କରି ଔଷଧ୍ୟ ଓ ଅନ୍ୟ ଜିନିଷ ମଗାଇ ପାରିବେ ।

ସେହିଭଳି ଭିଏସ୍ଏସ୍ ନଗର ୧୧ ନମ୍ବର ୱାର୍ଡର ପ୍ଲଟ୍ ନମ୍ବର ଏଇ-୨୧୦କୁ କଣ୍ଟେନମେଣ୍ଟ ଜୋନ୍ କରାଯାଇଛି । କଣ୍ଟେନମେଣ୍ଟ ଜୋନକୁ ଲାଗି ରହିଥିବା ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଛି । ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଅଞ୍ଚଳରେ ସମସ୍ତ ଅତ୍ୟାବଶ୍ୟକୀୟ ସାମଗ୍ରୀ ଉପଲବ୍ଧ କରାଯିବ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର