ଘର ଭିତରକୁ ମାଡ଼ିଗଲା କାର୍, ମହିଳା ମୃତ

The Sakala Picture
Published On

ବୌଦ୍ଧ: ଘର ଭିତରକୁ ମାଡ଼ିଗଲା କାର୍ । ଘଟଣା ସ୍ଥଳରେ ମହିଳାଙ୍କ ମୃତ୍ୟୁ । ମୃତକ ହେଲେ ରାଧାନଗର ଗ୍ରାମର ପାଣେଶ୍ୱରୀ ଧଳ । ଘଟଣାସ୍ଥଳରେ ଉତ୍ତେଜନା ସହ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । କାରଟି ଚାରିଛକ ପଟୁ ବୌଦ୍ଧ ଆଡ଼କୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ଘର ଭିତରେ ପଶି ଯାଇଥିଲା । ବୌଦ୍ଧ ଥାନା ହରଭଙ୍ଗା ବ୍ଲକ ୫୭ ନମ୍ବର ଜାତୀୟ ରାଜପଥ କଡରେ ଥିବା ଲୁହୁରାଗାଡିଆ ଗ୍ରାମରେ ରବିବାର […]

ବୌଦ୍ଧ: ଘର ଭିତରକୁ ମାଡ଼ିଗଲା କାର୍ । ଘଟଣା ସ୍ଥଳରେ ମହିଳାଙ୍କ ମୃତ୍ୟୁ । ମୃତକ ହେଲେ ରାଧାନଗର ଗ୍ରାମର ପାଣେଶ୍ୱରୀ ଧଳ । ଘଟଣାସ୍ଥଳରେ ଉତ୍ତେଜନା ସହ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । କାରଟି ଚାରିଛକ ପଟୁ ବୌଦ୍ଧ ଆଡ଼କୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ଘର ଭିତରେ ପଶି ଯାଇଥିଲା । ବୌଦ୍ଧ ଥାନା ହରଭଙ୍ଗା ବ୍ଲକ ୫୭ ନମ୍ବର ଜାତୀୟ ରାଜପଥ କଡରେ ଥିବା ଲୁହୁରାଗାଡିଆ ଗ୍ରାମରେ ରବିବାର ଭୋର ସମୟର ଏହି ଦୁର୍ଘଟଣା ଘଟିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱର ଫେରିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବଡ଼ ଭାଇଙ୍କ ଅସୁସ୍ଥତା ଖବର ପାଇ ଦିଲ୍ଲୀ ଯାଇଥିଲେ

ଅପର ପକ୍ଷରେ ଦୁର୍ଘଟଣା ଘଟାଇ କାର୍ ଡ଼୍ରାଇଭର୍ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଖବର ପାଇ ବୌଦ୍ଧ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ମହିଳାଙ୍କ ପରିବାର ଲୋକଙ୍କୁ ଉପଯୁକ୍ତ କ୍ଷତିପୂରଣ ଦାବିରେ ସେମାନେ ରାସ୍ତାରୋକ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଛନ୍ତି। ବୌଦ୍ଧ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

14 May 2023 By The Sakala

ଘର ଭିତରକୁ ମାଡ଼ିଗଲା କାର୍, ମହିଳା ମୃତ

ବୌଦ୍ଧ: ଘର ଭିତରକୁ ମାଡ଼ିଗଲା କାର୍ । ଘଟଣା ସ୍ଥଳରେ ମହିଳାଙ୍କ ମୃତ୍ୟୁ । ମୃତକ ହେଲେ ରାଧାନଗର ଗ୍ରାମର ପାଣେଶ୍ୱରୀ ଧଳ । ଘଟଣାସ୍ଥଳରେ ଉତ୍ତେଜନା ସହ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । କାରଟି ଚାରିଛକ ପଟୁ ବୌଦ୍ଧ ଆଡ଼କୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ଘର ଭିତରେ ପଶି ଯାଇଥିଲା । ବୌଦ୍ଧ ଥାନା ହରଭଙ୍ଗା ବ୍ଲକ ୫୭ ନମ୍ବର ଜାତୀୟ ରାଜପଥ କଡରେ ଥିବା ଲୁହୁରାଗାଡିଆ ଗ୍ରାମରେ ରବିବାର ଭୋର ସମୟର ଏହି ଦୁର୍ଘଟଣା ଘଟିଛି।

ଅପର ପକ୍ଷରେ ଦୁର୍ଘଟଣା ଘଟାଇ କାର୍ ଡ଼୍ରାଇଭର୍ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଖବର ପାଇ ବୌଦ୍ଧ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ମହିଳାଙ୍କ ପରିବାର ଲୋକଙ୍କୁ ଉପଯୁକ୍ତ କ୍ଷତିପୂରଣ ଦାବିରେ ସେମାନେ ରାସ୍ତାରୋକ କରିଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଛନ୍ତି। ବୌଦ୍ଧ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର