ପୁଲିସ ଗାଡ଼ି ଓ ଟ୍ରକ୍ ମୁହାଁମହିଁ ଧକ୍କା: ୨ମୃତ, ୩ ଆହତ

The Sakala Picture
Published On

ବୌଦ୍ଧ: ବୌଦ୍ଧ ଜିଲ୍ଲା କମଳପୁର ଛକ ନିକଟରେ ଆଜି ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପୁଲିସ ଗାଡ଼ି ଓ ଟ୍ରକ୍ ମୁହାଁମହିଁ ଧକ୍କା ହୋଇଛି। ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ୨ଜଣ ହେଲେ ଡ୍ରାଇଭର ପ୍ରଶାନ୍ତ ଓ ବାଉଁଶୁଣୀ ଥାନାର ହୋମଗାର୍ଡ ଜଗନ୍ନାଥ ମେହେର। ଆହତମାନେ ହେଲେ ବାଉଁଶୁଣୀ ଥାନା ଏଏସ୍‌ଆଇ, ହୋମଗାର୍ଡ ଓ କନେଷ୍ଟବଲ। ସମସ୍ତ ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେଭର୍ତ୍ତି କରାଯାଇଛି। ଥାନା କାମରେ ଭୁବନେଶ୍ୱର […]

ବୌଦ୍ଧ: ବୌଦ୍ଧ ଜିଲ୍ଲା କମଳପୁର ଛକ ନିକଟରେ ଆଜି ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପୁଲିସ ଗାଡ଼ି ଓ ଟ୍ରକ୍ ମୁହାଁମହିଁ ଧକ୍କା ହୋଇଛି। ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ୨ଜଣ ହେଲେ ଡ୍ରାଇଭର ପ୍ରଶାନ୍ତ ଓ ବାଉଁଶୁଣୀ ଥାନାର ହୋମଗାର୍ଡ ଜଗନ୍ନାଥ ମେହେର। ଆହତମାନେ ହେଲେ ବାଉଁଶୁଣୀ ଥାନା ଏଏସ୍‌ଆଇ, ହୋମଗାର୍ଡ ଓ କନେଷ୍ଟବଲ। ସମସ୍ତ ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେଭର୍ତ୍ତି କରାଯାଇଛି। ଥାନା କାମରେ ଭୁବନେଶ୍ୱର ଯାଇରୁ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣାଟି ଘଟିଥିବା ଜଣାପଡ଼ିଛି । ଦୁର୍ଘଟଣାରେ ପରେ ଟ୍ରକ୍‌ ଡ୍ରାଇଭର ଗାଡ଼ି ଛାଡି ଫେରାର ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଫୁଲନଖରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ହାଇୱା ଧକ୍କାରେ ୩ ବାଇକ୍ ଆରୋହୀ ମୃତ

24 May 2023 By The Sakala

ପୁଲିସ ଗାଡ଼ି ଓ ଟ୍ରକ୍ ମୁହାଁମହିଁ ଧକ୍କା: ୨ମୃତ, ୩ ଆହତ

ବୌଦ୍ଧ: ବୌଦ୍ଧ ଜିଲ୍ଲା କମଳପୁର ଛକ ନିକଟରେ ଆଜି ଭୋର ସମୟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପୁଲିସ ଗାଡ଼ି ଓ ଟ୍ରକ୍ ମୁହାଁମହିଁ ଧକ୍କା ହୋଇଛି। ଫଳରେ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ୨ଜଣ ହେଲେ ଡ୍ରାଇଭର ପ୍ରଶାନ୍ତ ଓ ବାଉଁଶୁଣୀ ଥାନାର ହୋମଗାର୍ଡ ଜଗନ୍ନାଥ ମେହେର। ଆହତମାନେ ହେଲେ ବାଉଁଶୁଣୀ ଥାନା ଏଏସ୍‌ଆଇ, ହୋମଗାର୍ଡ ଓ କନେଷ୍ଟବଲ। ସମସ୍ତ ଗୁରୁତରଙ୍କୁ ବୌଦ୍ଧ ମେଡିକାଲରେଭର୍ତ୍ତି କରାଯାଇଛି। ଥାନା କାମରେ ଭୁବନେଶ୍ୱର ଯାଇରୁ ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣାଟି ଘଟିଥିବା ଜଣାପଡ଼ିଛି । ଦୁର୍ଘଟଣାରେ ପରେ ଟ୍ରକ୍‌ ଡ୍ରାଇଭର ଗାଡ଼ି ଛାଡି ଫେରାର ହୋଇଯାଇଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

https://www.thesakala.in/latest-odisha-news/boudh/2-dead-3-injured-road-accident-in-boudh/article-21936
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର