ନଳୀକୁମ୍ପା ଜଙ୍ଗଲରେ ଏନକାଉଣ୍ଟର: ଛତ୍ରଭଙ୍ଗ ଦେଲେ ୨୫ରୁ ଉର୍ଦ୍ଧ୍ବ ମାଓବାଦୀ, ବିପୁଳ ମାଓ ସାମଗ୍ରୀ ଜବତ

The Sakala Picture
Published On

ବୌଦ୍ଧ: ପୁଣି ବୌଦ୍ଧରେ ପୁଲିସ-ମାଓବାଦୀ ଗୁଳି ବିନିମୟ ଘଟିଛି । ପୁଲିସର ସର୍ଚ୍ଚ ଅପରେସନ ବେଳେ ଏହି ଗୁଳି ବିନିମୟ ଘଟିଥିଲା । ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଗୋଟିଏ ମାଓ କ୍ୟାମ୍ପ ଧ୍ୱଂସ କରିଛନ୍ତି ସୁରକ୍ଷାକର୍ମୀ । ଏହାପରେ ଘଟଣାସ୍ଥଳରୁ ୨୫ରୁ ୩୦ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ । ତେବେ ଘଟଣାସ୍ଥଳରୁ ଅନେକ […]

ବୌଦ୍ଧ: ପୁଣି ବୌଦ୍ଧରେ ପୁଲିସ-ମାଓବାଦୀ ଗୁଳି ବିନିମୟ ଘଟିଛି । ପୁଲିସର ସର୍ଚ୍ଚ ଅପରେସନ ବେଳେ ଏହି ଗୁଳି ବିନିମୟ ଘଟିଥିଲା । ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଗୋଟିଏ ମାଓ କ୍ୟାମ୍ପ ଧ୍ୱଂସ କରିଛନ୍ତି ସୁରକ୍ଷାକର୍ମୀ । ଏହାପରେ ଘଟଣାସ୍ଥଳରୁ ୨୫ରୁ ୩୦ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ । ତେବେ ଘଟଣାସ୍ଥଳରୁ ଅନେକ ଲ୍ୟାଣ୍ତମାଇନ୍ ସହ ବନ୍ଧୁକ ଓ ବିପୁଳ ବିସ୍ଫୋରକ ସାମାଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

ଆହୁରି ପଢ଼ନ୍ତୁ: ଗୋଟିଏ ଦିନରେ ଭୁବନେଶ୍ୱରରୁ ଜଣେ ନାବାଳକ ଓ ଦୁଇ ନାବାଳିକା ନିଖୋଜ

ସୂଚନା ଅନୁସାରେ, ନଳୀକୁମ୍ପା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ପୁଲିସକୁ କୌଣସି ବିଶେଷ ସୂତ୍ରରୁ ଖବର ମିଳିଥିଲା । ଏହାପରେ ପୁଲିସ ସର୍ଚ୍ଚ ଅପରେସନ୍ କରିଥିଲା । ଏହି ସମୟରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବିନିମୟ ପରେ ୨୫ରୁ ୩୦ ମାଓବାଦୀ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସେପଟେ ଜଙ୍ଗଲରୁ ଠାବ ହୋଇଥିବା ଏକ ମାଓ କ୍ୟାମ୍ପକୁ ଧ୍ବଂସ କରି ସେଠାରୁ ଲ୍ୟାଣ୍ଡମାଇନ୍ , ବନ୍ଧୁକ ସହ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

23 Jan 2024 By The Sakala

ନଳୀକୁମ୍ପା ଜଙ୍ଗଲରେ ଏନକାଉଣ୍ଟର: ଛତ୍ରଭଙ୍ଗ ଦେଲେ ୨୫ରୁ ଉର୍ଦ୍ଧ୍ବ ମାଓବାଦୀ, ବିପୁଳ ମାଓ ସାମଗ୍ରୀ ଜବତ

ବୌଦ୍ଧ: ପୁଣି ବୌଦ୍ଧରେ ପୁଲିସ-ମାଓବାଦୀ ଗୁଳି ବିନିମୟ ଘଟିଛି । ପୁଲିସର ସର୍ଚ୍ଚ ଅପରେସନ ବେଳେ ଏହି ଗୁଳି ବିନିମୟ ଘଟିଥିଲା । ବୌଦ୍ଧ-କନ୍ଧମାଳ ସୀମାନ୍ତ ନଳୀକୁମ୍ପା ଜଙ୍ଗଲରେ ମାଓବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲେ । ପ୍ରାୟ ଏକ ଘଣ୍ଟା ଧରି ଉଭୟ ପକ୍ଷରୁ ଗୁଳି ବିନିମୟ ହୋଇଥିଲା । ଗୋଟିଏ ମାଓ କ୍ୟାମ୍ପ ଧ୍ୱଂସ କରିଛନ୍ତି ସୁରକ୍ଷାକର୍ମୀ । ଏହାପରେ ଘଟଣାସ୍ଥଳରୁ ୨୫ରୁ ୩୦ ମାଓବାଦୀ ଛତ୍ରଭଙ୍ଗ ଦେଇଥିଲେ । ତେବେ ଘଟଣାସ୍ଥଳରୁ ଅନେକ ଲ୍ୟାଣ୍ତମାଇନ୍ ସହ ବନ୍ଧୁକ ଓ ବିପୁଳ ବିସ୍ଫୋରକ ସାମାଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

ସୂଚନା ଅନୁସାରେ, ନଳୀକୁମ୍ପା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବା ପୁଲିସକୁ କୌଣସି ବିଶେଷ ସୂତ୍ରରୁ ଖବର ମିଳିଥିଲା । ଏହାପରେ ପୁଲିସ ସର୍ଚ୍ଚ ଅପରେସନ୍ କରିଥିଲା । ଏହି ସମୟରେ ପୁଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଗୁଳି ବିନିମୟ ପରେ ୨୫ରୁ ୩୦ ମାଓବାଦୀ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସେପଟେ ଜଙ୍ଗଲରୁ ଠାବ ହୋଇଥିବା ଏକ ମାଓ କ୍ୟାମ୍ପକୁ ଧ୍ବଂସ କରି ସେଠାରୁ ଲ୍ୟାଣ୍ଡମାଇନ୍ , ବନ୍ଧୁକ ସହ ବିପୁଳ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ ।

https://www.thesakala.in/latest-odisha-news/boudh/maoists-police-exchange-fire-in-boudh-over-25-maoist-materials-seized/article-29357
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର