କରୋନା ଡ଼ର: କୁମ୍ଭମେଳା ଫେରନ୍ତା ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ଯୁ, ପାଖ ମାଡୁନାହାନ୍ତି ପରିବାରବର୍ଗ ଓ ସମ୍ପର୍କୀୟ

The Sakala Picture
Published On

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର ଗାଁରେ ଅମାନବୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅବସରପ୍ରାପ୍ତ ଶିକ୍ଷକ କୁମ୍ଭମେଳାରୁ ଫେରିବା ପରେ ତାଙ୍କର ମୃତ୍ଯୁ ଘଟିଛି। କରୋନା ଭୟରେ ମୃତଦେହ ପାଖରୁ ପରିବାରବର୍ଗ ଓ ସମ୍ପର୍କୀୟ କେହି ଆସୁନାହାନ୍ତି। ୯ ଘଣ୍ଟା ହେବ ଘର ଆଗରେ ମୃତଦେହ ପଡ଼ି ରହିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ସେ ନମୁନା ପରୀକ୍ଷା ପାଇଁ ଦେଇଥିଲେ । ଏଯାଏ ରିପୋର୍ଟ ଆସିନାହିଁ । କରୋନାରେ […]

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର ଗାଁରେ ଅମାନବୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅବସରପ୍ରାପ୍ତ ଶିକ୍ଷକ କୁମ୍ଭମେଳାରୁ ଫେରିବା ପରେ ତାଙ୍କର ମୃତ୍ଯୁ ଘଟିଛି। କରୋନା ଭୟରେ ମୃତଦେହ ପାଖରୁ ପରିବାରବର୍ଗ ଓ ସମ୍ପର୍କୀୟ କେହି ଆସୁନାହାନ୍ତି। ୯ ଘଣ୍ଟା ହେବ ଘର ଆଗରେ ମୃତଦେହ ପଡ଼ି ରହିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ସେ ନମୁନା ପରୀକ୍ଷା ପାଇଁ ଦେଇଥିଲେ । ଏଯାଏ ରିପୋର୍ଟ ଆସିନାହିଁ । କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରି ମୃତଦେହ ପାଖକୁ କେହି ଆସୁ ନାହାନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

25 Apr 2021 By The Sakala

କରୋନା ଡ଼ର: କୁମ୍ଭମେଳା ଫେରନ୍ତା ଅବସରପ୍ରାପ୍ତ ଶିକ୍ଷକଙ୍କ ମୃତ୍ଯୁ, ପାଖ ମାଡୁନାହାନ୍ତି ପରିବାରବର୍ଗ ଓ ସମ୍ପର୍କୀୟ

ବୌଦ୍ଧ: ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ ଧଳପୁର ଗାଁରେ ଅମାନବୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଅବସରପ୍ରାପ୍ତ ଶିକ୍ଷକ କୁମ୍ଭମେଳାରୁ ଫେରିବା ପରେ ତାଙ୍କର ମୃତ୍ଯୁ ଘଟିଛି। କରୋନା ଭୟରେ ମୃତଦେହ ପାଖରୁ ପରିବାରବର୍ଗ ଓ ସମ୍ପର୍କୀୟ କେହି ଆସୁନାହାନ୍ତି। ୯ ଘଣ୍ଟା ହେବ ଘର ଆଗରେ ମୃତଦେହ ପଡ଼ି ରହିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଗତ ୨୨ ତାରିଖରେ ସେ ନମୁନା ପରୀକ୍ଷା ପାଇଁ ଦେଇଥିଲେ । ଏଯାଏ ରିପୋର୍ଟ ଆସିନାହିଁ । କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରି ମୃତଦେହ ପାଖକୁ କେହି ଆସୁ ନାହାନ୍ତି ।

https://www.thesakala.in/latest-odisha-news/boudh/retired-teacher-returned-from-kumbh-mela-died-in-boudh/article-1806
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର