ବୌଦ୍ଧ ଜିଲ୍ଲା ବହିରା ଛକରେ ସିରିଜ୍ ଦୁର୍ଘଟଣା; ଏକ କାର ଓ ୬ଟି ବାଇକକୁ ଧକ୍କା ଦେଲା ସ୍କର୍ପିଓ, ଦୁଇ ମୃତ

The Sakala Picture
Published On

ବୌଦ୍ଧ: ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକରେ ସିରିଜ୍ ଦୁର୍ଘଟଣା। ସୋନପୁର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ ୬ଟି ବାଇକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରତ ଆହତ ହୋଇଛନ୍ତି । ସୂଚନାନୁଯାୟୀ , ସୋନପୁର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ […]

ବୌଦ୍ଧ: ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକରେ ସିରିଜ୍ ଦୁର୍ଘଟଣା। ସୋନପୁର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ ୬ଟି ବାଇକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରତ ଆହତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ TPCODL ଲାଇନମ୍ୟାନ୍, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ

ସୂଚନାନୁଯାୟୀ , ସୋନପୁର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ ୬ଟି ବାଇକକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଅଇଁଲାପାଲି ଗ୍ରାମର ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୋବିନ୍ଦ ସାହୁ ଏବଂ ଗାଁର ରବୀ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି । ଫଳରେ ଘଟଣାସ୍ଥଳରେ ଉତେଜନା ଜାରି ରହିଥିଲା । ଉତ୍ୟକ୍ତ ଲୋକେ ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ । ବାଉଁଶୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି । ଏହା ସହ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓକୁ ଜବତ କରି ମାଲିକକୁ ଅଟକ ରଖିଛି ।

ଆହୁରି ପଢ଼ନ୍ତୁ: ଗୁଣି ଗାରେଡି ସନ୍ଦେହରେ ମା-ଝିଅଙ୍କୁ ଧାରୁଆ ଅସ୍ତ୍ରରେ ହାଣି ନିର୍ମମ ଭାବେ ହତ୍ୟା କଲେ ପଡୋଶୀ

26 Jan 2023 By The Sakala

ବୌଦ୍ଧ ଜିଲ୍ଲା ବହିରା ଛକରେ ସିରିଜ୍ ଦୁର୍ଘଟଣା; ଏକ କାର ଓ ୬ଟି ବାଇକକୁ ଧକ୍କା ଦେଲା ସ୍କର୍ପିଓ, ଦୁଇ ମୃତ

ବୌଦ୍ଧ: ବୌଦ୍ଧ-ସୋନପୁର ୫୭ ନମ୍ବର ଜାତୀୟ ରାଜପଥ ବହିରା ଛକରେ ସିରିଜ୍ ଦୁର୍ଘଟଣା। ସୋନପୁର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ ୬ଟି ବାଇକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରତ ଆହତ ହୋଇଛନ୍ତି ।

ସୂଚନାନୁଯାୟୀ , ସୋନପୁର ପଟରୁ ଦ୍ରୁତ ଗତିରେ ଆସୁଥିବା ଏକ ସ୍କର୍ପିଓ ବହିରା ଛକରେ ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ କାର ଓ ୬ଟି ବାଇକକୁ ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ଅଇଁଲାପାଲି ଗ୍ରାମର ପଞ୍ଚାୟତ ନିର୍ବାହୀ ଅଧିକାରୀ ଗୋବିନ୍ଦ ସାହୁ ଏବଂ ଗାଁର ରବୀ ସାହୁଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି । ଫଳରେ ଘଟଣାସ୍ଥଳରେ ଉତେଜନା ଜାରି ରହିଥିଲା । ଉତ୍ୟକ୍ତ ଲୋକେ ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ । ବାଉଁଶୁଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିଛି । ଏହା ସହ ଦୁର୍ଘଟଣା ଘଟାଇଥିବା ସ୍କର୍ପିଓକୁ ଜବତ କରି ମାଲିକକୁ ଅଟକ ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର