ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

The Sakala Picture
Published On

ବୌଦ୍ଧ: ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ୍ୟୁର କାରଣ ଅସ୍ପଷ୍ଟ  ରହିଛି। ମୃତ କଏଦୀ ଜଣକ କଣ୍ଟାମାଳ ବ୍ଲକ୍ କଳରକୋଠା ଗ୍ରାମର ଅରକ୍ଷିତ ସାହୁ । ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରେ ବିଚାରାଧୀନ ଭାବେ ଥିବା କଣ୍ଟାମାଳ ବ୍ଲକ୍ କଲାରକୋଠା ଗ୍ରାମର ଯୁବକ ଅରକ୍ଷିତ ସାହୁ ନାମକ କଏଦୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡି ବାରେ ଲାଗିଥିଲା ।  ଫଳରେ […]

ବୌଦ୍ଧ: ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ୍ୟୁର କାରଣ ଅସ୍ପଷ୍ଟ  ରହିଛି। ମୃତ କଏଦୀ ଜଣକ କଣ୍ଟାମାଳ ବ୍ଲକ୍ କଳରକୋଠା ଗ୍ରାମର ଅରକ୍ଷିତ ସାହୁ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରେ ବିଚାରାଧୀନ ଭାବେ ଥିବା କଣ୍ଟାମାଳ ବ୍ଲକ୍ କଲାରକୋଠା ଗ୍ରାମର ଯୁବକ ଅରକ୍ଷିତ ସାହୁ ନାମକ କଏଦୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡି ବାରେ ଲାଗିଥିଲା ।  ଫଳରେ ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଆଣି ଭର୍ତି କରାଯାଇଥିଲା । ତେବେ ଡ଼ାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଏହା ଏକ ସ୍ଵାଭାବିକ ମୃତ୍ୟୁ ନା କେହି ତାଙ୍କୁ ହତ୍ୟା କରିଦେଇଛି ତାହା ଏବେ ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ଅଣାାଯାଇଛି। ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

27 Sep 2022 By The Sakala

ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ସ୍ଵତନ୍ତ୍ର ଉପ କାରାଗାର ଜଣେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ୍ୟୁର କାରଣ ଅସ୍ପଷ୍ଟ  ରହିଛି। ମୃତ କଏଦୀ ଜଣକ କଣ୍ଟାମାଳ ବ୍ଲକ୍ କଳରକୋଠା ଗ୍ରାମର ଅରକ୍ଷିତ ସାହୁ ।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ସ୍ଵତନ୍ତ୍ର ଉପ କାରାଗାରରେ ବିଚାରାଧୀନ ଭାବେ ଥିବା କଣ୍ଟାମାଳ ବ୍ଲକ୍ କଲାରକୋଠା ଗ୍ରାମର ଯୁବକ ଅରକ୍ଷିତ ସାହୁ ନାମକ କଏଦୀଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ୍ ବିଗିଡି ବାରେ ଲାଗିଥିଲା ।  ଫଳରେ ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଆଣି ଭର୍ତି କରାଯାଇଥିଲା । ତେବେ ଡ଼ାକ୍ତରଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଏହା ଏକ ସ୍ଵାଭାବିକ ମୃତ୍ୟୁ ନା କେହି ତାଙ୍କୁ ହତ୍ୟା କରିଦେଇଛି ତାହା ଏବେ ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ପାଇଁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟକୁ ଅଣାାଯାଇଛି। ବ୍ୟବଚ୍ଛେଦ ପରେ ପ୍ରକୃତ କାରଣ ଜଣାପଡ଼ିବ ବୋଲି କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର