ମକରମେଳା ଦେଖି ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ, ୨ଗୁରୁତର

The Sakala Picture
Published On

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା-କଂଟାମାଳ ୪୧ ନଂ ରାଜ୍ୟ ରାଜପଥର ଧାନଖଣ୍ଡି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ହେଲେ କଣ୍ଟାମାଳ ଥାନା ସୁଲିଆ ଗାଁର ନବୀନ ଦନ୍ତା ଓ କଣ୍ଟାମାଳର ନାବାଳକ ସୌମ୍ୟ ରଞ୍ଜନ ପାଣିଗ୍ରାହୀ। ସୂଚନା ଅନୁଯାୟୀ, ପଲସାଗୋରାରୁ ମକରଯାତ୍ରା ଦେଖି […]

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା-କଂଟାମାଳ ୪୧ ନଂ ରାଜ୍ୟ ରାଜପଥର ଧାନଖଣ୍ଡି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ହେଲେ କଣ୍ଟାମାଳ ଥାନା ସୁଲିଆ ଗାଁର ନବୀନ ଦନ୍ତା ଓ କଣ୍ଟାମାଳର ନାବାଳକ ସୌମ୍ୟ ରଞ୍ଜନ ପାଣିଗ୍ରାହୀ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ସୂଚନା ଅନୁଯାୟୀ, ପଲସାଗୋରାରୁ ମକରଯାତ୍ରା ଦେଖି ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ନବୀନ ଦନ୍ତା ଓ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ଯୁ ଘଟିଥିଲା। ଆହତଙ୍କୁ  ସ୍ଥାନୀୟ ଲୋକେ ଉଦ୍ଧାର କରି ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଖବର ପାଇ କଣ୍ଟାମାଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ପୁଣି ପୁରୀ କୋର୍ଟକୁ ବୋମାରେ ଉଡାଇଦେବାକୁ ଧମକ, ଅଦାଲତ କାର୍ଯ୍ୟ ବାଧାପ୍ରାପ୍ତ

15 Jan 2023 By The Sakala

ମକରମେଳା ଦେଖି ଫେରୁଥିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ, ୨ଗୁରୁତର

ବୌଦ୍ଧ: ବୌଦ୍ଧ ଜିଲ୍ଲା ମନମୁଣ୍ଡା-କଂଟାମାଳ ୪୧ ନଂ ରାଜ୍ୟ ରାଜପଥର ଧାନଖଣ୍ଡି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି। ଫଳରେ ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦୁଇ ଜଣ ହେଲେ କଣ୍ଟାମାଳ ଥାନା ସୁଲିଆ ଗାଁର ନବୀନ ଦନ୍ତା ଓ କଣ୍ଟାମାଳର ନାବାଳକ ସୌମ୍ୟ ରଞ୍ଜନ ପାଣିଗ୍ରାହୀ।

ସୂଚନା ଅନୁଯାୟୀ, ପଲସାଗୋରାରୁ ମକରଯାତ୍ରା ଦେଖି ଫେରୁଥିବା ସମୟରେ ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ନବୀନ ଦନ୍ତା ଓ ସୌମ୍ୟ ରଞ୍ଜନ ପାଣିଗ୍ରାହୀଙ୍କ ମୃତ୍ଯୁ ଘଟିଥିଲା। ଆହତଙ୍କୁ  ସ୍ଥାନୀୟ ଲୋକେ ଉଦ୍ଧାର କରି ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଖବର ପାଇ କଣ୍ଟାମାଳ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

https://www.thesakala.in/latest-odisha-news/boudh/two-bikes-collide-2-dead-2-seriously-injured/article-18160
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର