ବ୍ରହ୍ମପୁର ସରକାରୀ ଆଇଟିଆଇ ପରିସରରେ ଉଦଘାଟିତ ହେଲା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି

The Sakala Picture
Published On

ବ୍ରହ୍ମପର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀରେ ବ୍ରହ୍ମପୁର ସରକାରୀ ଆଇଟିଆଇ ପରିସରରେ ଉଦଘାଟିତ ହୋଇଯାଇଛି ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି । ବିଜୁ ବାବୁଙ୍କ ଏହି ପ୍ରତିମୂର୍ତ୍ତିଟି ୧୦ ଫୁଟ ଉଚ୍ଚତା ରହିଥିବା ବେଳେ ଅଦରକାରୀ ବ୍ରାସ୍ , ଆଇରନରେ ନିର୍ମିତ କରିଛନ୍ତି ଆଇଟିଆଇର ଛାତ୍ରଛାତ୍ରୀ । ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଥିଲେ ଦେଇ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ । ସମ୍ମାନିତ ଅଥିତି ଭାବେ ଆସିକା ସାଂସଦ […]

ବ୍ରହ୍ମପର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀରେ ବ୍ରହ୍ମପୁର ସରକାରୀ ଆଇଟିଆଇ ପରିସରରେ ଉଦଘାଟିତ ହୋଇଯାଇଛି ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି । ବିଜୁ ବାବୁଙ୍କ ଏହି ପ୍ରତିମୂର୍ତ୍ତିଟି ୧୦ ଫୁଟ ଉଚ୍ଚତା ରହିଥିବା ବେଳେ ଅଦରକାରୀ ବ୍ରାସ୍ , ଆଇରନରେ ନିର୍ମିତ କରିଛନ୍ତି ଆଇଟିଆଇର ଛାତ୍ରଛାତ୍ରୀ । ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଥିଲେ ଦେଇ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ । ସମ୍ମାନିତ ଅଥିତି ଭାବେ ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟୀ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ମୁଖ୍ୟମନ୍ତ୍ରୀ ଙ୍କ ମୁଖ୍ୟ ପରାମର୍ଶଦାତା ଗୋପବନ୍ଧୁ ଦାସ, ପୂର୍ବତନ ବିଧାୟକ ଡା. ରମେଶଚନ୍ଦ୍ର ଚ୍ୟାୟୁ ପଟ୍ଟନାୟକ ଯୋଗ ଦେଇ ବିଜୁ ବାବୁ ଙ୍କ ଏଭଳି ମୂର୍ତ୍ତି ନିର୍ମାଣ କାର୍ଯ୍ୟକୁ ଦେଖି ପ୍ରଶଂସା କରିଥିଲେ।

ଆହୁରି ପଢ଼ନ୍ତୁ: ବ୍ୟବସାୟୀଙ୍କୁ ଅପହରଣ କରି ୨ କୋଟି ଦାବି କଲେ ଦୁବୃର୍ତ୍ତ, ପରିବାର ପୁଲିସର ଦ୍ୱାରସ୍ଥ ହେବାରୁ ମାରି ଜଙ୍ଗଲରେ ଫିଙ୍ଗିଦେଲେ

ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିବସରେ ଆଇଟିଆଇ ଛାତ୍ରଛାତ୍ରୀଙ୍କ ଏଭଳି ନିଆରା ପ୍ରୟାସ କୁ ପ୍ରଶଂସା କରିଛନ୍ତି ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ । ଏଭଳି କଳାକୃତି ନିର୍ମାଣ କରାଯାଇଥିବାରୁ ନିମନ୍ତ୍ରିତ ଅତିଥି, କଲେଜ କତୃପକ୍ଷ ଓ ଛାତ୍ର ଛାତ୍ରୀଙ୍କୁ ପ୍ରଶଂସା କରିବା ଉତ୍ସାହିତ କରିଛନ୍ତି। ପୂର୍ବରୁ ଆଇଟିଆଇ ଛାତ୍ରଛାତ୍ରୀ ଅଦରକାରୀ ସାମଗ୍ରୀରେ ବିଭିନ୍ନ କଳାକୃତି ନିର୍ମାଣ କରି ଇଣ୍ଡିଆ ବୁକ୍ ଅଫ ରେକର୍ଡ, ଗିନିଜ ବୁକ୍ ଅଫ୍ ରେକର୍ଡସ୍ ଓ ଏସିଆ ବୁକ୍ ଅଫ୍ ରେକର୍ଡସ୍ ଭଳି କୃତିତ୍ୱ ହାସଲ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

05 Mar 2023 By The Sakala

ବ୍ରହ୍ମପୁର ସରକାରୀ ଆଇଟିଆଇ ପରିସରରେ ଉଦଘାଟିତ ହେଲା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି

ବ୍ରହ୍ମପର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀରେ ବ୍ରହ୍ମପୁର ସରକାରୀ ଆଇଟିଆଇ ପରିସରରେ ଉଦଘାଟିତ ହୋଇଯାଇଛି ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି । ବିଜୁ ବାବୁଙ୍କ ଏହି ପ୍ରତିମୂର୍ତ୍ତିଟି ୧୦ ଫୁଟ ଉଚ୍ଚତା ରହିଥିବା ବେଳେ ଅଦରକାରୀ ବ୍ରାସ୍ , ଆଇରନରେ ନିର୍ମିତ କରିଛନ୍ତି ଆଇଟିଆଇର ଛାତ୍ରଛାତ୍ରୀ । ଉଦଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଥିଲେ ଦେଇ ମାନ୍ୟବର ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ । ସମ୍ମାନିତ ଅଥିତି ଭାବେ ଆସିକା ସାଂସଦ ଶ୍ରୀମତୀ ପ୍ରମିଳା ବିଷୋୟୀ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ମୁଖ୍ୟମନ୍ତ୍ରୀ ଙ୍କ ମୁଖ୍ୟ ପରାମର୍ଶଦାତା ଗୋପବନ୍ଧୁ ଦାସ, ପୂର୍ବତନ ବିଧାୟକ ଡା. ରମେଶଚନ୍ଦ୍ର ଚ୍ୟାୟୁ ପଟ୍ଟନାୟକ ଯୋଗ ଦେଇ ବିଜୁ ବାବୁ ଙ୍କ ଏଭଳି ମୂର୍ତ୍ତି ନିର୍ମାଣ କାର୍ଯ୍ୟକୁ ଦେଖି ପ୍ରଶଂସା କରିଥିଲେ।

ବିଜୁ ପଟ୍ଟନାୟକଙ୍କ ଜନ୍ମ ଦିବସରେ ଆଇଟିଆଇ ଛାତ୍ରଛାତ୍ରୀଙ୍କ ଏଭଳି ନିଆରା ପ୍ରୟାସ କୁ ପ୍ରଶଂସା କରିଛନ୍ତି ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ । ଏଭଳି କଳାକୃତି ନିର୍ମାଣ କରାଯାଇଥିବାରୁ ନିମନ୍ତ୍ରିତ ଅତିଥି, କଲେଜ କତୃପକ୍ଷ ଓ ଛାତ୍ର ଛାତ୍ରୀଙ୍କୁ ପ୍ରଶଂସା କରିବା ଉତ୍ସାହିତ କରିଛନ୍ତି। ପୂର୍ବରୁ ଆଇଟିଆଇ ଛାତ୍ରଛାତ୍ରୀ ଅଦରକାରୀ ସାମଗ୍ରୀରେ ବିଭିନ୍ନ କଳାକୃତି ନିର୍ମାଣ କରି ଇଣ୍ଡିଆ ବୁକ୍ ଅଫ ରେକର୍ଡ, ଗିନିଜ ବୁକ୍ ଅଫ୍ ରେକର୍ଡସ୍ ଓ ଏସିଆ ବୁକ୍ ଅଫ୍ ରେକର୍ଡସ୍ ଭଳି କୃତିତ୍ୱ ହାସଲ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର