ଭିଜିଲାନ୍ସ ଜାଲରେ ବ୍ରହ୍ମପୁର TPSODL ର ଜେନେରାଲ ମ୍ୟାନେଜର, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୦ଟି ସ୍ଥାନରେ ରେଡ୍

The Sakala Picture
Published On

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍ ସିନିୟର୍ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନ ଏବଂ ଅଫିସ ସମେତ ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢାଉ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ ତିନି ମହଲା କୋଠା, ଆଙ୍କୁଲି ଶଶିଭୂଷଣ ନଗର ତୃତୀୟ ଲେନରେ ଦୁଇ ମହଲା କୋଠା ଠାବ ହୋଇଛି । ଗୋପାଳପୁର ହରିପୁର ଗାଁରେ ଥିବା ଦୁଇ ମହଲା କୋଠା, ବ୍ରହ୍ମପୁରରେ ଫାର୍ମ […]

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍ ସିନିୟର୍ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନ ଏବଂ ଅଫିସ ସମେତ ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢାଉ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ ତିନି ମହଲା କୋଠା, ଆଙ୍କୁଲି ଶଶିଭୂଷଣ ନଗର ତୃତୀୟ ଲେନରେ ଦୁଇ ମହଲା କୋଠା ଠାବ ହୋଇଛି ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ଗୋପାଳପୁର ହରିପୁର ଗାଁରେ ଥିବା ଦୁଇ ମହଲା କୋଠା, ବ୍ରହ୍ମପୁରରେ ଫାର୍ମ ହାଉସ ଓ ଲୋଚାପଡ଼ାରେ ଥିବା ବାସଭବନରେ ମଧ୍ୟ ଚଢ଼ାଉ ହୋଇଛି । ପୁରୀରେ ଏକ ଫ୍ଲାଟ୍, ବ୍ରହ୍ମପୁର ଆମ୍ବପୁଆରେ ଗୋଟିଏ ଫ୍ଲାଟ, ଗଞ୍ଜାମ ବାଳକୃଷ୍ଣପୁରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଛି । ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର ଓ ସବଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: କୋର୍ଟ ସମ୍ମୁଖରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଟାଙ୍ଗିଆରେ ହାଣି ହତ୍ୟା କଲେ ଦୁର୍ବୃତ୍ତ

31 Jan 2023 By The Sakala

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର TPSODL ର ଜେନେରାଲ ମ୍ୟାନେଜର, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୧୦ଟି ସ୍ଥାନରେ ରେଡ୍

ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍ ସିନିୟର୍ ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରମୋଦଙ୍କ ବାସଭବନ ଏବଂ ଅଫିସ ସମେତ ଏକକାଳୀନ ୧୦ଟି ସ୍ଥାନରେ ଚାଲିଛି ଚଢାଉ । ବ୍ରହ୍ମପୁର ସିଦ୍ଧାର୍ଥ ନଗର ପ୍ରଥମ ଲେନରେ ତିନି ମହଲା କୋଠା, ଆଙ୍କୁଲି ଶଶିଭୂଷଣ ନଗର ତୃତୀୟ ଲେନରେ ଦୁଇ ମହଲା କୋଠା ଠାବ ହୋଇଛି ।

ଗୋପାଳପୁର ହରିପୁର ଗାଁରେ ଥିବା ଦୁଇ ମହଲା କୋଠା, ବ୍ରହ୍ମପୁରରେ ଫାର୍ମ ହାଉସ ଓ ଲୋଚାପଡ଼ାରେ ଥିବା ବାସଭବନରେ ମଧ୍ୟ ଚଢ଼ାଉ ହୋଇଛି । ପୁରୀରେ ଏକ ଫ୍ଲାଟ୍, ବ୍ରହ୍ମପୁର ଆମ୍ବପୁଆରେ ଗୋଟିଏ ଫ୍ଲାଟ, ଗଞ୍ଜାମ ବାଳକୃଷ୍ଣପୁରରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଭିଜିଲାନ୍ସ ଚଢ଼ାଉ କରିଛି । ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୩ ଜଣ ଡିଏସପି, ୧୨ ଜଣ ଇନ୍ସପେକ୍ଟର ଓ ସବଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

https://www.thesakala.in/latest-odisha-news/brahmapur-news/berhampur-tpsodl-general-manager-in-vigilance-radar/article-18560
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର