ଗୋପାଳପୁରରେ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଭବ୍ୟ ସମ୍ବର୍ଦ୍ଧନା

The Sakala Picture
Published On

ବ୍ରହ୍ମପୁର: ଗୋପାଳପୁର ନିର୍ବାଚନମଣ୍ଡଳୀରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ୟ୍ୟବେକ୍ଷକ ତଥା ସାଂସଦ ମାନସ ରଞ୍ଜନ ମଙ୍ଗରାଜ । ଗୋପାଳପୁରରେ ପହଞ୍ଚିବା ପରେ ମାନସ ରଞ୍ଜନ ମଙ୍ଗରାଜଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଗୋପାଳପୁର ଜଙ୍କସନରୁ ବିରାଟ ବାଇକ ରାଲିରେ ତାଙ୍କୁ ନେତା ଓ କର୍ମୀ ପାଛୋଟି ନେଇଥିଲେ । ରାଲିରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ମେୟର ସଂଘମିତ୍ରା ଦଳେଇ, ପୂର୍ବତନ ବିଧାୟକ ଡାକ୍ତର […]

ବ୍ରହ୍ମପୁର: ଗୋପାଳପୁର ନିର୍ବାଚନମଣ୍ଡଳୀରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ୟ୍ୟବେକ୍ଷକ ତଥା ସାଂସଦ ମାନସ ରଞ୍ଜନ ମଙ୍ଗରାଜ । ଗୋପାଳପୁରରେ ପହଞ୍ଚିବା ପରେ ମାନସ ରଞ୍ଜନ ମଙ୍ଗରାଜଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଗୋପାଳପୁର ଜଙ୍କସନରୁ ବିରାଟ ବାଇକ ରାଲିରେ ତାଙ୍କୁ ନେତା ଓ କର୍ମୀ ପାଛୋଟି ନେଇଥିଲେ ।

ରାଲିରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ମେୟର ସଂଘମିତ୍ରା ଦଳେଇ, ପୂର୍ବତନ ବିଧାୟକ ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ସମେତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ଅନ୍ୟ ଲୋକପ୍ରତିନିଧିମାନେ ସାମିଲ ହୋଇଥିଲେ । ଏହାପରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ୟ୍ୟବେକ୍ଷକ ତଥା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଗୋପାଳପୁରରେ ଆୟୋଜିତ କାର୍ୟ୍ୟକ୍ରମରେ ଭାଗ ନେଇଛନ୍ତି ।

09 Jul 2023 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର