ଓୟୋ ହୋଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର: ଦୁଷ୍କର୍ମ ସହ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପାରିବାର ଲୋକେ

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଗୋଲାନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ସ୍ଥିତ OYO ହୋଟେଲ( ନିର୍ମଳା ପ୍ଲାଜା)ର ଏକ ରୁମ ଭିତରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତେବେ ଏହା ଆତ୍ମହତ୍ୟା ନାଁ ହତ୍ୟା ତାହା ବର୍ତ୍ତମାନସୁଦ୍ଧା ସ୍ପଷ୍ଟ ହୋଇନି। ଅନ୍ୟପକ୍ଷରେ ଦୁଷ୍କର୍ମ ସହ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତ ଯୁବତୀଙ୍କ ପରିବାରଲୋକେ। ପୁରୀ ଚନ୍ଦନପୁରର ଝିଅ ହୋଇଥିବା ବେଳେ ପୁଅ ରାୟଗଡ଼ାର ବୋଲି ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବର୍ତ୍ତମାନ ପୁଲିସ […]

ବ୍ରହ୍ମପୁର: ବ୍ରହ୍ମପୁର ଗୋଲାନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ସ୍ଥିତ OYO ହୋଟେଲ( ନିର୍ମଳା ପ୍ଲାଜା)ର ଏକ ରୁମ ଭିତରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତେବେ ଏହା ଆତ୍ମହତ୍ୟା ନାଁ ହତ୍ୟା ତାହା ବର୍ତ୍ତମାନସୁଦ୍ଧା ସ୍ପଷ୍ଟ ହୋଇନି।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ ଅଫିସ୍‌ରୁ ଅଜଣା ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଅନ୍ୟପକ୍ଷରେ ଦୁଷ୍କର୍ମ ସହ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତ ଯୁବତୀଙ୍କ ପରିବାରଲୋକେ। ପୁରୀ ଚନ୍ଦନପୁରର ଝିଅ ହୋଇଥିବା ବେଳେ ପୁଅ ରାୟଗଡ଼ାର ବୋଲି ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବର୍ତ୍ତମାନ ପୁଲିସ ଉକ୍ତ ପୁଅକୁ ଅଟକ ରଖିଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

13 Jan 2024 By The Sakala

ଓୟୋ ହୋଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର: ଦୁଷ୍କର୍ମ ସହ ହତ୍ୟା ହୋଇଥିବା ଅଭିଯୋଗ ଆଣିଲେ ପାରିବାର ଲୋକେ

ବ୍ରହ୍ମପୁର: ବ୍ରହ୍ମପୁର ଗୋଲାନ୍ଥରା ଥାନା ଅନ୍ତର୍ଗତ ହଳଦିଆପଦର ସ୍ଥିତ OYO ହୋଟେଲ( ନିର୍ମଳା ପ୍ଲାଜା)ର ଏକ ରୁମ ଭିତରୁ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି। ତେବେ ଏହା ଆତ୍ମହତ୍ୟା ନାଁ ହତ୍ୟା ତାହା ବର୍ତ୍ତମାନସୁଦ୍ଧା ସ୍ପଷ୍ଟ ହୋଇନି।

ଅନ୍ୟପକ୍ଷରେ ଦୁଷ୍କର୍ମ ସହ ହତ୍ୟା ଅଭିଯୋଗ ଆଣିଛନ୍ତି ମୃତ ଯୁବତୀଙ୍କ ପରିବାରଲୋକେ। ପୁରୀ ଚନ୍ଦନପୁରର ଝିଅ ହୋଇଥିବା ବେଳେ ପୁଅ ରାୟଗଡ଼ାର ବୋଲି ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ବର୍ତ୍ତମାନ ପୁଲିସ ଉକ୍ତ ପୁଅକୁ ଅଟକ ରଖିଥିବା ଜଣାପଡିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର