ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲକୁ ଏନକାଉଣ୍ଟର, ବାମ ଗୋଡ଼ରେ ବାଜିଛି ଗୁଳି..

The Sakala Picture
Published On

ବ୍ରହ୍ମପୁର: ଦୁର୍ଦ୍ଦାନ୍ତ ସୁନିଲଙ୍କୁ ଏନକାଉଣ୍ଟର। ବ୍ରହ୍ମପୁର ପୁଲିସ ଜିଲ୍ଲା ଗୋଳନ୍ଥରା ଥାନା ପକ୍ଷରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର କରାଯାଇଛି। ଏଥିରେ ପୁଲିସ ସଫଳତା ମଧ୍ୟ ପାଇଛି ।ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ ରହି ଫେରାର ରହିଥିଲା । ଗୋଳନ୍ଥରା ଥାନା ପୁଲିସ ଓ ସ୍ୱତନ୍ତ୍ର ଟିମ ଚଢ଼ାଉ […]

ବ୍ରହ୍ମପୁର: ଦୁର୍ଦ୍ଦାନ୍ତ ସୁନିଲଙ୍କୁ ଏନକାଉଣ୍ଟର। ବ୍ରହ୍ମପୁର ପୁଲିସ ଜିଲ୍ଲା ଗୋଳନ୍ଥରା ଥାନା ପକ୍ଷରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର କରାଯାଇଛି। ଏଥିରେ ପୁଲିସ ସଫଳତା ମଧ୍ୟ ପାଇଛି ।ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ ରହି ଫେରାର ରହିଥିଲା । ଗୋଳନ୍ଥରା ଥାନା ପୁଲିସ ଓ ସ୍ୱତନ୍ତ୍ର ଟିମ ଚଢ଼ାଉ ବେଳେ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ ପୁଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି କରିଥିବା ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ଗୁଳି ପୁଲିସ ଗାଡ଼ି ଉପରକୁ ବାଜିଥିବା ସୂଚନା । ଅନ୍ୟପକ୍ଷରେ ପୁଲିସ ଏନକାଉଣ୍ଟରରେ ସୁନିଲ ଆହତ ହୋଇଥିବା ଜଣାପଡିଛି । ସୁନିଲର ବାମ ଗୋଡ଼କୁ ଗୁଳି ବାଜିଥିବା ସୂଚନା ରହିଛି ।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

02 Aug 2025 By The Sakala

ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲକୁ ଏନକାଉଣ୍ଟର, ବାମ ଗୋଡ଼ରେ ବାଜିଛି ଗୁଳି..

ବ୍ରହ୍ମପୁର: ଦୁର୍ଦ୍ଦାନ୍ତ ସୁନିଲଙ୍କୁ ଏନକାଉଣ୍ଟର। ବ୍ରହ୍ମପୁର ପୁଲିସ ଜିଲ୍ଲା ଗୋଳନ୍ଥରା ଥାନା ପକ୍ଷରୁ ଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର କରାଯାଇଛି। ଏଥିରେ ପୁଲିସ ସଫଳତା ମଧ୍ୟ ପାଇଛି ।ବ୍ରହ୍ମପୁର ଏସପିଙ୍କ ନିର୍ଦ୍ଦେଶ କ୍ରମେ ଥାନା ଅଧିକାରୀ ବିବେକନନ୍ଦ ଓ ତାଙ୍କ ଟିମ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନକାଉଣ୍ଟର କରିଥିବା ଜଣାପଡ଼ିଛି। ସୁନିଲ ନିମଖଣ୍ଡି ଥାନା ଲୁଟ୍ ଘଟଣା ସମେତ ଅନ୍ୟାନ୍ୟ ମାମଲାରେ ସମ୍ପୃକ ରହି ଫେରାର ରହିଥିଲା । ଗୋଳନ୍ଥରା ଥାନା ପୁଲିସ ଓ ସ୍ୱତନ୍ତ୍ର ଟିମ ଚଢ଼ାଉ ବେଳେ ଦୁର୍ଦ୍ଦାନ୍ତ ଅପରାଧୀ ସୁନିଲ ନାହାକ ପୁଲିସ ଉପରକୁ ଦୁଇ ରାଉଣ୍ଡ ଗୁଳି କରିଥିବା ଜଣାପଡ଼ିଛି। ଏଥିରେ କେହି ଆହତ ହୋଇ ନ ଥିବା ବେଳେ ଗୁଳି ପୁଲିସ ଗାଡ଼ି ଉପରକୁ ବାଜିଥିବା ସୂଚନା । ଅନ୍ୟପକ୍ଷରେ ପୁଲିସ ଏନକାଉଣ୍ଟରରେ ସୁନିଲ ଆହତ ହୋଇଥିବା ଜଣାପଡିଛି । ସୁନିଲର ବାମ ଗୋଡ଼କୁ ଗୁଳି ବାଜିଥିବା ସୂଚନା ରହିଛି ।

https://www.thesakala.in/latest-odisha-news/brahmapur-news/encounter-with-notorious-criminal-sunil-bullet-hits-left-leg/article-41854
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର