ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା: ୪ ଗିରଫ

The Sakala Picture
Published On

ବ୍ରହ୍ମପୁର: ଜନୈକା ୧୪ବର୍ଷର ନାବାଳିକାଙ୍କ ସହ ବନ୍ଧୁତା କରି ତାଙ୍କୁ ଘରୁ ଡାକି ନେଇ ଏକ ନିର୍ଜନ ସ୍ଥାନରେ ବଳାତ୍କାର ପରେ ଅଭିଯୁକ୍ତ ଜଣଙ୍କ ତାଙ୍କର ଅନ୍ୟ ତିନି ସାଙ୍ଗକୁ ଡାକି ଉକ୍ତ ନାବାଳିକାଙ୍କୁ ଜଣଙ୍କ ପରେ ଜଣେ ଗଣବଳାତ୍କାର କରିଥିଲେ। ଏପରିକି ଉକ୍ତ ପୀଡ଼ିତା ୧୧ ବର୍ଷର ସାନ ଭଉଣୀଙ୍କୁ ସେଠାକୁ ଡାକି ଗଣବଳାତ୍କାର କରିଥିବା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏନେଇ ବ୍ରହ୍ମପୁର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି […]

ବ୍ରହ୍ମପୁର: ଜନୈକା ୧୪ବର୍ଷର ନାବାଳିକାଙ୍କ ସହ ବନ୍ଧୁତା କରି ତାଙ୍କୁ ଘରୁ ଡାକି ନେଇ ଏକ ନିର୍ଜନ ସ୍ଥାନରେ ବଳାତ୍କାର ପରେ ଅଭିଯୁକ୍ତ ଜଣଙ୍କ ତାଙ୍କର ଅନ୍ୟ ତିନି ସାଙ୍ଗକୁ ଡାକି ଉକ୍ତ ନାବାଳିକାଙ୍କୁ ଜଣଙ୍କ ପରେ ଜଣେ ଗଣବଳାତ୍କାର କରିଥିଲେ। ଏପରିକି ଉକ୍ତ ପୀଡ଼ିତା ୧୧ ବର୍ଷର ସାନ ଭଉଣୀଙ୍କୁ ସେଠାକୁ ଡାକି ଗଣବଳାତ୍କାର କରିଥିବା ଘଟଣାର ପୋଲିସ ପର୍ଦ୍ଦାଫାଶ କରିଛି। ଏନେଇ ବ୍ରହ୍ମପୁର ପୋଲିସ ମୁଖ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଏଭଳି ଏକ ଲଜ୍ଜାଜନକ ଘଟଣାର ମାଷ୍ଟରମାଇଣ୍ଡ ସମେତ ୪ ଜଣଙ୍କୁ ପୋଲିସ ବାନ୍ଧିଛ।ସେମାନେ ହେଲେ ଗୋଳନ୍ଥରା ଥାନା ଅଞ୍ଚଳରଜଣେ ଗାଁ’ମୁଖିଆଙ୍କ ପୁଅ କେ. ଶିବା(୨୧) ଓ ତାଙ୍କର ତିନି ସାଙ୍ଗ ହେଲେ କେ. ସାଇ(୨୧), ଜି ଗରେୟା(୨୧) ଓ ଏନ. ଶ୍ରୀନୁ(୨୨)। ପୋଲିସ ଘଟଣା ବେଳେ ବ୍ୟବହୃତ ମୋବାଇଲ ଓ ବାଇକ୍‌ ଜବତ କରିଛି। କେସ୍‌ ନଂ ୨୪୦/୨୫ରେ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ସେ କହିଛନ୍ତି।

07 Jun 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର