ଶିଶୁ କଲ୍ୟାଣ କମିଟି ସଦସ୍ୟ ସୌଦାମିନୀ ରଥଙ୍କୁ ହତ୍ୟା, ଘଟଣାସ୍ଥଳରେ ପୁଲିସର ତଦନ୍ତ ଜାରି

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଗୋଶାଣୀନୁଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ସୌଦାମିନୀ ରଥ(Child welfare committee member)ଙ୍କୁ ହତ୍ୟା କରାଯାଇଛି। ସୌଦାମିନୀ କୌଣସି ଜଣେ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ପଛପଟୁ ଦୁର୍ବୁତ୍ତ ଜଣକ ମୁଣ୍ଡକୁ ପିଟି ପିଟି ହତ୍ୟା କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ବର୍ତ୍ତମାନ ଘଟଣା ସ୍ଥଳେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା ଓ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ତାଙ୍କ […]

ବ୍ରହ୍ମପୁର: ବ୍ରହ୍ମପୁର ଗୋଶାଣୀନୁଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ସୌଦାମିନୀ ରଥ(Child welfare committee member)ଙ୍କୁ ହତ୍ୟା କରାଯାଇଛି। ସୌଦାମିନୀ କୌଣସି ଜଣେ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ପଛପଟୁ ଦୁର୍ବୁତ୍ତ ଜଣକ ମୁଣ୍ଡକୁ ପିଟି ପିଟି ହତ୍ୟା କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ବର୍ତ୍ତମାନ ଘଟଣା ସ୍ଥଳେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା ଓ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ତାଙ୍କ ଟିମ ପହଁଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

ପୁଲିସ ସନ୍ଦେହରେ ମୃତକଙ୍କ ଡ୍ରାଇଭରକୁ ଅଟକ ରଖିଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନଥିବା ବେଳେ ପୂର୍ବ ଶତ୍ରୁତା କିମ୍ବା ପ୍ରତିଶୋଧ ପରାୟଣ ହୋଇ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପୋଲିସ ତଦନ୍ତ ଆରମ୍ଭ କରିଛି।

12 Oct 2023 By The Sakala

ଶିଶୁ କଲ୍ୟାଣ କମିଟି ସଦସ୍ୟ ସୌଦାମିନୀ ରଥଙ୍କୁ ହତ୍ୟା, ଘଟଣାସ୍ଥଳରେ ପୁଲିସର ତଦନ୍ତ ଜାରି

ବ୍ରହ୍ମପୁର: ବ୍ରହ୍ମପୁର ଗୋଶାଣୀନୁଆଁ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ସୌଦାମିନୀ ରଥ(Child welfare committee member)ଙ୍କୁ ହତ୍ୟା କରାଯାଇଛି। ସୌଦାମିନୀ କୌଣସି ଜଣେ ବ୍ୟକ୍ତିଙ୍କ ସହ ମୋବାଇଲରେ କଥା ହେଉଥିବା ବେଳେ ପଛପଟୁ ଦୁର୍ବୁତ୍ତ ଜଣକ ମୁଣ୍ଡକୁ ପିଟି ପିଟି ହତ୍ୟା କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି । ବର୍ତ୍ତମାନ ଘଟଣା ସ୍ଥଳେ ଟାଉନ ଏସଡିପିଓ ରାଜୀବ ଲୋଚନ ପଣ୍ଡା ଓ ଥାନା ଅଧିକାରୀ ସ୍ମୃତି ପ୍ରଭା ପ୍ରଧାନ ଓ ତାଙ୍କ ଟିମ ପହଁଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

ପୁଲିସ ସନ୍ଦେହରେ ମୃତକଙ୍କ ଡ୍ରାଇଭରକୁ ଅଟକ ରଖିଛି। ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡ଼ି ନଥିବା ବେଳେ ପୂର୍ବ ଶତ୍ରୁତା କିମ୍ବା ପ୍ରତିଶୋଧ ପରାୟଣ ହୋଇ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ପୋଲିସ ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର