ପୋଖରୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର

The Sakala Picture
Published On

ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ନିକଟ ପାର୍କ ପରିସର ଏକ ପୋଖରୀରୁ ଦୁଇଟି ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଦମକଳ କର୍ମଚାରୀଙ୍କ ଦ୍ବାରା ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉଭୟ ସମ୍ପର୍କରେ ୨ ଭାଇ ହୋଇଥିବାବେଳେ ବଡ଼ବଜାର ଅଞ୍ଚଳର ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଉପରେ ଇରାନର ଡ୍ରୋନ୍ ଆକ୍ରମଣ

11 Jul 2023 By The Sakala

ପୋଖରୀରୁ ଦୁଇ ଭାଇଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ନିକଟ ପାର୍କ ପରିସର ଏକ ପୋଖରୀରୁ ଦୁଇଟି ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଦମକଳ କର୍ମଚାରୀଙ୍କ ଦ୍ବାରା ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଉଭୟ ସମ୍ପର୍କରେ ୨ ଭାଇ ହୋଇଥିବାବେଳେ ବଡ଼ବଜାର ଅଞ୍ଚଳର ବୋଲି ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର