ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ନରେନ୍ଦ୍ରପୁର ପଞ୍ଚାୟତ କୀର୍ତ୍ତିପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ିଯାଇ ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ ଘଟିଛି। ମୃତ ଦୁଇ ଭଉଣୀ ହେଲେ ରୋଶନୀ ରାଉତ ଏବଂ ସନ୍ଧ୍ୟା ରାଉତ। ଅଜା ନାର୍ଶୁ ପଲାଈଙ୍କ ସହ ରୋଶନୀ ଓ ସନ୍ଧ୍ୟା ଗାଁ ପୋଖରୀକୁ ଗାଧୋଇବାକୁ ଯାଇ ବୁଡ଼ି ଯାଇଥିଲେ। ଅକାଳରେ ଦୁଇ ଭଉଣୀଙ୍କ ମୃତ୍ୟୁକ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକରଛାୟା ଖେଳି ଯାଇଛି।
ପୋଖରୀରେ ବୁଡ଼ି ଦୁଇ ନାବାଳିକା ଭଉଣୀଙ୍କ ମୃତ୍ୟୁ