ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

The Sakala Picture
Published On

ଭୁବନେଶ୍ୱର: ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଶୋର କୁମାର ମହାନ୍ତିଙ୍କ ଜନ୍ମ ୧୯୫୮ ମସିହା ଡିସେମ୍ବର ୪ ତାରିଖରେ ହୋଇଥିଲା । ଜଣେ ସଫଳ ରାଜନୀତିଜ୍ଞ ଭାବେ ସେ ବେଶ ପରିଚିତ ଥିଲେ […]

ଭୁବନେଶ୍ୱର: ବ୍ରଜରାଜନଗର ବିଜେଡି ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା । ହୃଦଘାତ ପରେ ସେ ଚିକିତ୍ସାଧିନ ଥିଲେ । ଝାରସୁଗୁଡାର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । କିଶୋର କୁମାର ମହାନ୍ତିଙ୍କ ଜନ୍ମ ୧୯୫୮ ମସିହା ଡିସେମ୍ବର ୪ ତାରିଖରେ ହୋଇଥିଲା । ଜଣେ ସଫଳ ରାଜନୀତିଜ୍ଞ ଭାବେ ସେ ବେଶ ପରିଚିତ ଥିଲେ

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

କିଶୋର ମହାନ୍ତି ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ । ୨୦୦୭ ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ଯ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ ।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ନଦୀ ପାର ସମୟରେ ବୁଡିଗଲା ଡଙ୍ଗା; ଦୁଇ ନିଖୋଜ, ଦୁଇ ଉଦ୍ଧାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର