ଭାଇକୁ ହାଣି ଦେଲେ ସାବତ ଭାଇ ଓ ସାବତ ମାଆ

The Sakala Picture
Published On

ବାଲିପାଟଣା: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ। ଗୁରୁତର ଅବସ୍ଥାରେ ଭାଇ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ। ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୁଲିସ ଗିରଫ କରିଛି। ସରାଟ ଗ୍ରାମର ସଞ୍ଜୟ ବେହେରା ଆଜି ସକାଳୁ ଖାଇବା ପରେ ହାତ ଧୋଉଥିଲେ। ଏହି ସମୟରେ ସଞ୍ଜୟଙ୍କର ସାବତ ଭାଇ […]

ବାଲିପାଟଣା: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ। ଗୁରୁତର ଅବସ୍ଥାରେ ଭାଇ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ। ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୁଲିସ ଗିରଫ କରିଛି।

ଆହୁରି ପଢ଼ନ୍ତୁ: ନିଖିଲ ହାଡ଼ପା ହତ୍ୟାକାଣ୍ଡ ଘଟଣା: ବନ୍ଧାହେଲେ ଆଉ ୪ ଅଭିଯୁକ୍ତ, ଗିରଫ ସଂଖ୍ୟା ୧୬କୁ ବୃଦ୍ଧି

ସରାଟ ଗ୍ରାମର ସଞ୍ଜୟ ବେହେରା ଆଜି ସକାଳୁ ଖାଇବା ପରେ ହାତ ଧୋଉଥିଲେ। ଏହି ସମୟରେ ସଞ୍ଜୟଙ୍କର ସାବତ ଭାଇ ଦେବେନ୍ଦ୍ର ତାଙ୍କ ମୁଣ୍ଡକୁ କଟୁରୀରେ ହାଣି ଦେଇଥିଲା। ଏହା ସହ ସଞ୍ଜୟଙ୍କର ସାବତ ମାଆ ମଧ୍ୟ କୌଣସି ଏକ ଅସ୍ତ୍ରରେ ସଞ୍ଜୟଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ସଞ୍ଜୟ ଲହୁଲୁହାଣ ହୋଇଥିଲେ। ସଙ୍ଗେସଙ୍ଗେ ସଞ୍ଜୟଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସଞ୍ଜୟଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ରେଫର କରାଯାଇଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ାରେ ଏନକାଉଣ୍ଟର, ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଜୟ ଚୌହାନ ଆହତ

12 May 2022 By The Sakala

ଭାଇକୁ ହାଣି ଦେଲେ ସାବତ ଭାଇ ଓ ସାବତ ମାଆ

ବାଲିପାଟଣା: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଭାଇକୁ ହାଣି ଦେଲେ ସାବତ ଭାଇ ଏବଂ ସାବତ ମାଆ। ଗୁରୁତର ଅବସ୍ଥାରେ ଭାଇ କ୍ୟାପିଟାଲ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଭଳି ଏକ ଘଟଣା ଘଟିଛି ବାଲିପାଟଣା ଥାନା ସରାଟ ଗ୍ରାମରେ। ଆକ୍ରମଣକାରୀ ସାବତ ଭାଇ ଦେବେନ୍ଦ୍ର ବେହେରା ଏବଂ ସାବତ ମାଆଙ୍କୁ ବାଲିପାଟଣା ପୁଲିସ ଗିରଫ କରିଛି।

ସରାଟ ଗ୍ରାମର ସଞ୍ଜୟ ବେହେରା ଆଜି ସକାଳୁ ଖାଇବା ପରେ ହାତ ଧୋଉଥିଲେ। ଏହି ସମୟରେ ସଞ୍ଜୟଙ୍କର ସାବତ ଭାଇ ଦେବେନ୍ଦ୍ର ତାଙ୍କ ମୁଣ୍ଡକୁ କଟୁରୀରେ ହାଣି ଦେଇଥିଲା। ଏହା ସହ ସଞ୍ଜୟଙ୍କର ସାବତ ମାଆ ମଧ୍ୟ କୌଣସି ଏକ ଅସ୍ତ୍ରରେ ସଞ୍ଜୟଙ୍କୁ ଆକ୍ରମଣ କରିଥିଲେ। ଆକ୍ରମଣରେ ସଞ୍ଜୟ ଲହୁଲୁହାଣ ହୋଇଥିଲେ। ସଙ୍ଗେସଙ୍ଗେ ସଞ୍ଜୟଙ୍କୁ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ଥିବାରୁ ସଞ୍ଜୟଙ୍କୁ କ୍ୟାପିଟାଲ୍ ହସ୍ପିଟାଲ୍‌ ରେଫର କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର