ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରକ୍ତ ସଂପର୍କରେ ଲାଗିଲା ରକ୍ତର ଛିଟା: ସାନ ଭଉଣୀକୁ ଛୁରୀଭୁସି ନିର୍ମମ ଭାବେ ହତ୍ୟା କଲା ଭାଇ

The Sakala Picture
Published On

ଗଞ୍ଜାମ: ଭାଇ ଭଉଣୀ ସଂପର୍କରେ ଲାଗିଲା ରକ୍ତର ଛିଟା । ସାନ ଭଉଣୀକୁ ହତ୍ୟା କଲା ନିଜ ବଡ ଭାଇ । ଗଞ୍ଜାମ ଜିଲ୍ଲା ଆସିକା ଥାନା ରାଇପୋଲି ଗାଁରେ ସାନ ଭଉଣୀକୁ ହତ୍ୟା କଲା ଭାଇ । ନିଜ ସାନ ଭଉଣୀକୁ ଶିଳପୁଆରେ ଛେଚିବା ସହିତ ଛୁରୀ ଭୁସି ନିର୍ମମ ଭାବେ ହତ୍ୟା । ଆଜି ଭୋର ସମୟରେ ଗାଁର ଶତ୍ରୁଘ୍ନ ପାତ୍ରଙ୍କ ୪୫ ବର୍ଷୀୟ ପୁଅ ବାବାଜୀ ପାତ୍ର ନିଜ ବିବାହିତା ଭଉଣୀ ଲକ୍ଷ୍ମୀ […]

ଗଞ୍ଜାମ: ଭାଇ ଭଉଣୀ ସଂପର୍କରେ ଲାଗିଲା ରକ୍ତର ଛିଟା । ସାନ ଭଉଣୀକୁ ହତ୍ୟା କଲା ନିଜ ବଡ ଭାଇ । ଗଞ୍ଜାମ ଜିଲ୍ଲା ଆସିକା ଥାନା ରାଇପୋଲି ଗାଁରେ ସାନ ଭଉଣୀକୁ ହତ୍ୟା କଲା ଭାଇ । ନିଜ ସାନ ଭଉଣୀକୁ ଶିଳପୁଆରେ ଛେଚିବା ସହିତ ଛୁରୀ ଭୁସି ନିର୍ମମ ଭାବେ ହତ୍ୟା । ଆଜି ଭୋର ସମୟରେ ଗାଁର ଶତ୍ରୁଘ୍ନ ପାତ୍ରଙ୍କ ୪୫ ବର୍ଷୀୟ ପୁଅ ବାବାଜୀ ପାତ୍ର ନିଜ ବିବାହିତା ଭଉଣୀ ଲକ୍ଷ୍ମୀ ମହାନ୍ତିକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଭାଇ ବାବାଜୀ ପାତ୍ର ଫେରାର୍ ହୋଇଯାଇଛି । ମୃତ ମହିଳା ଜଣଙ୍କ ହେଲେ ଲକ୍ଷ୍ମୀ ମହାନ୍ତି । ଘର ଭିତରେ ଲକ୍ଷ୍ମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ କରିବା ସହ ଘଟଣାସ୍ଥଳରେ ତଦନ୍ତ ଜାରି ରଖିଛି ପୋଲିସ ।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

16 Jan 2025 By The Sakala

ରକ୍ତ ସଂପର୍କରେ ଲାଗିଲା ରକ୍ତର ଛିଟା: ସାନ ଭଉଣୀକୁ ଛୁରୀଭୁସି ନିର୍ମମ ଭାବେ ହତ୍ୟା କଲା ଭାଇ

ଗଞ୍ଜାମ: ଭାଇ ଭଉଣୀ ସଂପର୍କରେ ଲାଗିଲା ରକ୍ତର ଛିଟା । ସାନ ଭଉଣୀକୁ ହତ୍ୟା କଲା ନିଜ ବଡ ଭାଇ । ଗଞ୍ଜାମ ଜିଲ୍ଲା ଆସିକା ଥାନା ରାଇପୋଲି ଗାଁରେ ସାନ ଭଉଣୀକୁ ହତ୍ୟା କଲା ଭାଇ । ନିଜ ସାନ ଭଉଣୀକୁ ଶିଳପୁଆରେ ଛେଚିବା ସହିତ ଛୁରୀ ଭୁସି ନିର୍ମମ ଭାବେ ହତ୍ୟା । ଆଜି ଭୋର ସମୟରେ ଗାଁର ଶତ୍ରୁଘ୍ନ ପାତ୍ରଙ୍କ ୪୫ ବର୍ଷୀୟ ପୁଅ ବାବାଜୀ ପାତ୍ର ନିଜ ବିବାହିତା ଭଉଣୀ ଲକ୍ଷ୍ମୀ ମହାନ୍ତିକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଛି । ହତ୍ୟାକାଣ୍ଡ ପରେ ଘଟଣାସ୍ଥଳରୁ ଅଭିଯୁକ୍ତ ଭାଇ ବାବାଜୀ ପାତ୍ର ଫେରାର୍ ହୋଇଯାଇଛି । ମୃତ ମହିଳା ଜଣଙ୍କ ହେଲେ ଲକ୍ଷ୍ମୀ ମହାନ୍ତି । ଘର ଭିତରେ ଲକ୍ଷ୍ମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ କରିବା ସହ ଘଟଣାସ୍ଥଳରେ ତଦନ୍ତ ଜାରି ରଖିଛି ପୋଲିସ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର