ରାଜଧାନୀ ଉପକଣ୍ଠରୁ ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

The Sakala Picture
Published On

ଭୁବନେଶ୍ୱର: କମିଶନରେଟ ପୋଲିସକୁ ବଡ ସଫଳତା । ଧରାପଡିଲେ ବ୍ରାଉନସୁଗାର ବେପାରୀ। ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଅଞ୍ଚଳରୁ ୪୦୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଡ୍ରଗ୍ସ କାରବାର ପୁଲିସ ପାଇଁ ଗୋଟେ ବଡ଼ ଚ୍ୟାଲେଞ୍ଜ ହୋଇଛି । ବିଶେଷକରି […]

ଭୁବନେଶ୍ୱର: କମିଶନରେଟ ପୋଲିସକୁ ବଡ ସଫଳତା । ଧରାପଡିଲେ ବ୍ରାଉନସୁଗାର ବେପାରୀ। ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଅଞ୍ଚଳରୁ ୪୦୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ‘ଏପିକେ’ ଆତଙ୍କ: ଫାଇଲ୍‌‌ ଖୋଲିଲେ ହ୍ୟାକରଙ୍କ ନିୟନ୍ତ୍ରଣକୁ ଚାଲିଯିବ ଆପଣଙ୍କ ମୋବାଇଲ, ଖାଲି ହୋଇଯିବ ଆକାଉଣ୍ଟ

ଡ୍ରଗ୍ସ କାରବାର ପୁଲିସ ପାଇଁ ଗୋଟେ ବଡ଼ ଚ୍ୟାଲେଞ୍ଜ ହୋଇଛି । ବିଶେଷକରି ପାର୍ବଣକୁ ଆଖି ଆଗରେ ରଖି ରାଜଧାନୀରେ ନିଶା ବିରୋଧୀ ଅଭିଯାନକୁ ଜୋରଦାର କରିଛି କମିଶନରେଟ ପୋଲିସ । ସେଇଥିପାଇଁ ଆରମ୍ଭ ହୋଇଛି ଅପରେସନ ହ୍ୱାଇଟ ସ୍ପାଇଡ଼ର। ପରିବାର ଲୋକଙ୍କୁ ପୋଲିସ କମିସନରଙ୍କ ନିର୍ଦ୍ଦେଶ ଦେଇଛନ୍ତି ନିଜ ଛୁଆମାନେ ଯଦି ନିଶା ଖାଉଛନ୍ତି ତେବେ ପୋଲିସକୁ ଖବର ଦିଅନ୍ତୁ ।

ଆହୁରି ପଢ଼ନ୍ତୁ: ବ୍ଲକସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ସାନଅଁଳକୁ ହରାଇ ଚାମ୍ପିୟନ ହେଲା ତିଛିଣି ତ୍ରିଲୋଚନେଶ୍ୱର ଟିମ୍

25 Sep 2022 By The Sakala

ରାଜଧାନୀ ଉପକଣ୍ଠରୁ ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୩ ଗିରଫ

ଭୁବନେଶ୍ୱର: କମିଶନରେଟ ପୋଲିସକୁ ବଡ ସଫଳତା । ଧରାପଡିଲେ ବ୍ରାଉନସୁଗାର ବେପାରୀ। ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ଅଞ୍ଚଳରୁ ୪୦୦ ଗ୍ରାମର ବ୍ରାଉନସୁଗାର ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି କମିଶନରେଟ ପୋଲିସ। ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ଡ୍ରଗ୍ସ କାରବାର ପୁଲିସ ପାଇଁ ଗୋଟେ ବଡ଼ ଚ୍ୟାଲେଞ୍ଜ ହୋଇଛି । ବିଶେଷକରି ପାର୍ବଣକୁ ଆଖି ଆଗରେ ରଖି ରାଜଧାନୀରେ ନିଶା ବିରୋଧୀ ଅଭିଯାନକୁ ଜୋରଦାର କରିଛି କମିଶନରେଟ ପୋଲିସ । ସେଇଥିପାଇଁ ଆରମ୍ଭ ହୋଇଛି ଅପରେସନ ହ୍ୱାଇଟ ସ୍ପାଇଡ଼ର। ପରିବାର ଲୋକଙ୍କୁ ପୋଲିସ କମିସନରଙ୍କ ନିର୍ଦ୍ଦେଶ ଦେଇଛନ୍ତି ନିଜ ଛୁଆମାନେ ଯଦି ନିଶା ଖାଉଛନ୍ତି ତେବେ ପୋଲିସକୁ ଖବର ଦିଅନ୍ତୁ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର