କାର୍‌ ଭିତରୁ ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

The Sakala Picture
Published On

ପିପିଲି: କାର୍‌ରୁ ୩୭୮ ଗ୍ରାମର ବ୍ରାଉନସୁଗାର ଜବତ କରିଛି ପୋଲିସ । ପିପିଲି ଥାନା ଅନ୍ତର୍ଗତ ନିମାପଡ଼ା ବାଇପାସ୍ ଛକରୁ ଏକ କାର୍‌ରୁ ବ୍ରାଉନସୁଗାର ଜବତ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ୨ ଜଣଙ୍କୁ ଗିରଫ କରିବା ସହ ଏକ କାର୍‌କୁ ଜବତ କରିଛି ପୋଲିସ । ବାଲେଶ୍ୱରରୁ ଏହି ବ୍ରାଉନସୁଗାର ଆସୁଥିବା ବେଳେ ଅଟକ […]

ପିପିଲି: କାର୍‌ରୁ ୩୭୮ ଗ୍ରାମର ବ୍ରାଉନସୁଗାର ଜବତ କରିଛି ପୋଲିସ । ପିପିଲି ଥାନା ଅନ୍ତର୍ଗତ ନିମାପଡ଼ା ବାଇପାସ୍ ଛକରୁ ଏକ କାର୍‌ରୁ ବ୍ରାଉନସୁଗାର ଜବତ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ୨ ଜଣଙ୍କୁ ଗିରଫ କରିବା ସହ ଏକ କାର୍‌କୁ ଜବତ କରିଛି ପୋଲିସ । ବାଲେଶ୍ୱରରୁ ଏହି ବ୍ରାଉନସୁଗାର ଆସୁଥିବା ବେଳେ ଅଟକ ଥିବା ୨ ଯୁବକ ରାଉଲକେଲାର ବୋଲି ସୂଚନା ମିଳିଛି । ଗୁଇନ୍ଦା ସୂତ୍ରରୁ ଖବରପାଇ ପୁରୀ ଅବକାରୀ ବିଭାଗ ଚଢ଼ାଉ କରିଥିଲା।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

21 Dec 2024 By The Sakala

କାର୍‌ ଭିତରୁ ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ପିପିଲି: କାର୍‌ରୁ ୩୭୮ ଗ୍ରାମର ବ୍ରାଉନସୁଗାର ଜବତ କରିଛି ପୋଲିସ । ପିପିଲି ଥାନା ଅନ୍ତର୍ଗତ ନିମାପଡ଼ା ବାଇପାସ୍ ଛକରୁ ଏକ କାର୍‌ରୁ ବ୍ରାଉନସୁଗାର ଜବତ ହୋଇଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି । ଜବତ ବ୍ରାଉନସୁଗାରର ଆନୁମାନିକ ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ୨ ଜଣଙ୍କୁ ଗିରଫ କରିବା ସହ ଏକ କାର୍‌କୁ ଜବତ କରିଛି ପୋଲିସ । ବାଲେଶ୍ୱରରୁ ଏହି ବ୍ରାଉନସୁଗାର ଆସୁଥିବା ବେଳେ ଅଟକ ଥିବା ୨ ଯୁବକ ରାଉଲକେଲାର ବୋଲି ସୂଚନା ମିଳିଛି । ଗୁଇନ୍ଦା ସୂତ୍ରରୁ ଖବରପାଇ ପୁରୀ ଅବକାରୀ ବିଭାଗ ଚଢ଼ାଉ କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର