ଭୁବନେଶ୍ୱରରୁ ୪୦ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

Madhusudan Das Picture
Published On

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଜବତ ହେଲା ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗର । ପ୍ରାୟ ୪୦୦ ଗ୍ରାମ ବ୍ରାଉନସୁଗର ଜବତ କଲା ସ୍ପେଶାଲ କ୍ରାଇମ ୟୁନିଟ । ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି କ୍ରାଇମ ୟୁନିଟ । ତା‘ ନିକଟରୁ ୪୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି।  ଗିରଫ ଅଭିଯୁକ୍ତ ଜଣକ ହେଲେ ବାଲେଶ୍ୱର ଅଞ୍ଚଳର ସେକ ଆକବର । ତାଙ୍କୁ ଭୁବନେଶ୍ବର ଶ୍ରୀଲିଙ୍ଗରାଜ ଷ୍ଟେସନରୁ ଏସସିୟୁ ୟୁନିଟ କାବୁ କରିଛି ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଟୁଇନ ସିଟିରେ ଧଳାଜହର କାରବାର ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ବେଳେ ମାଡି ବସିଲା ସ୍ପେଶାଲ କ୍ରାଇମ ୟୁନିଟ । ଅଭିଯୁକ୍ତର ନାଁ ଶେଖ ଆକବର । ଘର ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସହଦେଵ ଖୁଣ୍ଟା । ଅନ୍ୟତମ ସହଯୋଗୀ ଶେଖ ସାଦିକ ଫେରାର ହୋଇଯାଇଥିବା ବେଳେ ତାକୁ ଧରିବା ପାଇଁ ଆରମ୍ଭ ହୋଇଛି ଛାନଭିନ । ନିଶା ସିଣ୍ଡିକେଟ ଚଳାଉଥିବା ବ୍ୟକ୍ତିଙ୍କୁ ଗିରଫ ସହ ତା ବିରୋଧରେ ଦଣ୍ଡ ବିଧାନକୁ ବ୍ୟାପକ କରିବା ପାଇଁ ଉଦ୍ୟମ ଚାଲିଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର।  

ଆହୁରି ପଢ଼ନ୍ତୁ: ବ୍ୟାଙ୍କ୍‌କୁ ଜମା ପାଇଁ ଗଲା ବେଳେ ୨ଟି ବାଇକ୍‌ରେ ଆସି ୨ ଲକ୍ଷ ଝାମ୍ପିନେଲେ ଲୁଟେରା

17 Nov 2025 By Madhusudan Das

ଭୁବନେଶ୍ୱରରୁ ୪୦ଲକ୍ଷ ଟଙ୍କାର ବ୍ରାଉନସୁଗର ଜବତ, ଜଣେ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଜବତ ହେଲା ୪୦ ଲକ୍ଷ ଟଙ୍କାର ବ୍ରାଉନସୁଗର । ପ୍ରାୟ ୪୦୦ ଗ୍ରାମ ବ୍ରାଉନସୁଗର ଜବତ କଲା ସ୍ପେଶାଲ କ୍ରାଇମ ୟୁନିଟ । ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିଛି କ୍ରାଇମ ୟୁନିଟ । ତା‘ ନିକଟରୁ ୪୦୦ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି।  ଗିରଫ ଅଭିଯୁକ୍ତ ଜଣକ ହେଲେ ବାଲେଶ୍ୱର ଅଞ୍ଚଳର ସେକ ଆକବର । ତାଙ୍କୁ ଭୁବନେଶ୍ବର ଶ୍ରୀଲିଙ୍ଗରାଜ ଷ୍ଟେସନରୁ ଏସସିୟୁ ୟୁନିଟ କାବୁ କରିଛି ।

ଟୁଇନ ସିଟିରେ ଧଳାଜହର କାରବାର ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିବା ବେଳେ ମାଡି ବସିଲା ସ୍ପେଶାଲ କ୍ରାଇମ ୟୁନିଟ । ଅଭିଯୁକ୍ତର ନାଁ ଶେଖ ଆକବର । ଘର ବାଲେଶ୍ଵର ଜିଲ୍ଲା ଅନ୍ତର୍ଗତ ସହଦେଵ ଖୁଣ୍ଟା । ଅନ୍ୟତମ ସହଯୋଗୀ ଶେଖ ସାଦିକ ଫେରାର ହୋଇଯାଇଥିବା ବେଳେ ତାକୁ ଧରିବା ପାଇଁ ଆରମ୍ଭ ହୋଇଛି ଛାନଭିନ । ନିଶା ସିଣ୍ଡିକେଟ ଚଳାଉଥିବା ବ୍ୟକ୍ତିଙ୍କୁ ଗିରଫ ସହ ତା ବିରୋଧରେ ଦଣ୍ଡ ବିଧାନକୁ ବ୍ୟାପକ କରିବା ପାଇଁ ଉଦ୍ୟମ ଚାଲିଥିବା ସୂଚନା ଦେଇଛନ୍ତି ପୋଲିସ କମିଶନର।  

https://www.thesakala.in/latest-odisha-news/brownsugar-worth-rs40-lakh-seized-from-bhubaneswar/article-43158
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର