ପୁରୀ ପେଣ୍ଠକଟାରେ ଚାଞ୍ଚଲ୍ୟ, ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା

Madhusudan Das Picture
Published On

ପୁରୀ: ରକ୍ତରେ ଭିଜିଲା ପୁରୀ । ପେଣ୍ଠକଟାରେ ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା । ପୁରୀ ସମୁଦ୍ରକୁଳ ଥାନା ଅନ୍ତର୍ଗତ ପେଣ୍ଠକଟା ଧୋବାଖାଲ ନିକଟରେ ଘଟିଛି ଏହି ଘଟଣା । ମୃତକ ଜଣକ ବଡଶଙ୍ଖ ଅଞ୍ଚଳର ବୋଲି ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ସମୁଦ୍ରକୁଳ ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିବଥିବାବେଳେ କିଏ ଓ କାହିଁକି ହତ୍ୟା କଲା ତାହା ଜଣାପଡିନାହିଁ । 

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

28 Mar 2026 By Madhusudan Das

ପୁରୀ ପେଣ୍ଠକଟାରେ ଚାଞ୍ଚଲ୍ୟ, ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା

ପୁରୀ: ରକ୍ତରେ ଭିଜିଲା ପୁରୀ । ପେଣ୍ଠକଟାରେ ଧାରୁଆ ଅସ୍ତ୍ରରେ ହାଣି ଯୁବକଙ୍କୁ ନିର୍ମମ ହତ୍ୟା । ପୁରୀ ସମୁଦ୍ରକୁଳ ଥାନା ଅନ୍ତର୍ଗତ ପେଣ୍ଠକଟା ଧୋବାଖାଲ ନିକଟରେ ଘଟିଛି ଏହି ଘଟଣା । ମୃତକ ଜଣକ ବଡଶଙ୍ଖ ଅଞ୍ଚଳର ବୋଲି ଜଣାପଡିଛି । ଖବର ପାଇ ଘଟଣା ସ୍ଥଳରେ ସମୁଦ୍ରକୁଳ ଥାନା ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିବଥିବାବେଳେ କିଏ ଓ କାହିଁକି ହତ୍ୟା କଲା ତାହା ଜଣାପଡିନାହିଁ । 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର