ଜୁଲାଇ ୧ ରୁ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜାଣନ୍ତୁ କେଉଁ ଦିନ ଅଛି କେଉଁ ବିଷୟ ପରୀକ୍ଷା…..
କଟକ : ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ନେଇ ହୋଇଛି ତାରିଖ ଘୋଷଣା। ଜୁଲାଇରେ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୧ରୁ ୧୦ ଯାଏଁ ପରୀକ୍ଷା ଆୟୋଜନ କରାଯିବ । ପରୀକ୍ଷା ପ୍ରତ୍ୟେକ ଦିନ ସକାଳ ୯ଟାରୁ ଆରମ୍ଭ ହୋଇ ୧୧.୩୦ ଯାଏଁ ଚାଲିବ। କେବଳ ଗଣିତ ପରୀକ୍ଷା ଦିନ ୧୧.୪୫ରେ ପରୀକ୍ଷା ଶେଷ ହେବ।

ଆହୁରି ପଢ଼ନ୍ତୁ: 'କୋଟିଆ' ବିବାଦକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ: 'ଓଡ଼ିଶାର ଅଖଣ୍ଡତା ରକ୍ଷା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଉ'