ଜୁଲାଇ ୧ ରୁ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜାଣନ୍ତୁ କେଉଁ ଦିନ ଅଛି କେଉଁ ବିଷୟ ପରୀକ୍ଷା…..

କଟକ : ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ନେଇ ହୋଇଛି ତାରିଖ ଘୋଷଣା। ଜୁଲାଇରେ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୧ରୁ ୧୦ ଯାଏଁ ପରୀକ୍ଷା ଆୟୋଜନ କରାଯିବ । ପରୀକ୍ଷା ପ୍ରତ୍ୟେକ ଦିନ ସକାଳ ୯ଟାରୁ ଆରମ୍ଭ ହୋଇ ୧୧.୩୦ ଯାଏଁ ଚାଲିବ। କେବଳ ଗଣିତ ପରୀକ୍ଷା ଦିନ ୧୧.୪୫ରେ ପରୀକ୍ଷା ଶେଷ ହେବ।

About The Author: The Sakala