ବିଏସକେୱାଇ କାର୍ଡ ଅନିୟମିତତା ପ୍ରସଙ୍ଗ, ୨ ଗିରଫ

The Sakala Picture
Published On

ଭୁବନେଶ୍ବର: ବିଏସକେୱାଇ କାର୍ଡ ଅନିୟମିତତା ପ୍ରସଙ୍ଗ। ସାଲେପୁର ଘରୋଇ ହସ୍ପିଟାଲର ୨ଜଣ ଅଧିକାରୀଙ୍କୁ ଗିରଫ କଲା ମଧୁପାଟଣା ପୁଲିସ । ଘଟଣାରେ ସମ୍ପୃକ୍ତ ଜେମ କେୟାର ହସ୍ପିଟାଲ ମାଲିକ ଡାକ୍ତର ଚିନ୍ମୟ ସାହୁ ସମେତ ୩ଜଣ ଫେରାର ହୋଇ ଯାଇଛନ୍ତି । ଡାକ୍ତର ଚିନ୍ମୟ ସାଲେପୁର ଶୋଭା ନର୍ସିହୋମରେ କୁନି ପାତ୍ରଙ୍କ କାର୍ଡ ସ୍ୱାବ କରି ଜେମ କେୟାରରେ ଷ୍ଟୋନ ଅପରେସନ କରାଇଥିଲେ । ଡିସଚାର୍ଜ ପରେ ରୋଗୀ ଅସହ୍ୟ ଯନ୍ତ୍ରଣା ପାଇଁ ପୁଣି ହସ୍ପିଟାଲରେ ଭର୍ତ୍ତି […]

ଭୁବନେଶ୍ବର: ବିଏସକେୱାଇ କାର୍ଡ ଅନିୟମିତତା ପ୍ରସଙ୍ଗ। ସାଲେପୁର ଘରୋଇ ହସ୍ପିଟାଲର ୨ଜଣ ଅଧିକାରୀଙ୍କୁ ଗିରଫ କଲା ମଧୁପାଟଣା ପୁଲିସ । ଘଟଣାରେ ସମ୍ପୃକ୍ତ ଜେମ କେୟାର ହସ୍ପିଟାଲ ମାଲିକ ଡାକ୍ତର ଚିନ୍ମୟ ସାହୁ ସମେତ ୩ଜଣ ଫେରାର ହୋଇ ଯାଇଛନ୍ତି ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଡାକ୍ତର ଚିନ୍ମୟ ସାଲେପୁର ଶୋଭା ନର୍ସିହୋମରେ କୁନି ପାତ୍ରଙ୍କ କାର୍ଡ ସ୍ୱାବ କରି ଜେମ କେୟାରରେ ଷ୍ଟୋନ ଅପରେସନ କରାଇଥିଲେ । ଡିସଚାର୍ଜ ପରେ ରୋଗୀ ଅସହ୍ୟ ଯନ୍ତ୍ରଣା ପାଇଁ ପୁଣି ହସ୍ପିଟାଲରେ ଭର୍ତ୍ତି ହୋଇଥିଲା । ୬ ମାର୍ଚ୍ଚ ରାତିରେ କୁନିଙ୍କ ମୃତ୍ୟୁ ହୋଇଥିଲା । ଏନେଇ ମଧୁପାଟଣା ଥାନାରେ ଏତଲା ହୋଇଥଲା ।

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର