ପୋଲିସ କବଜାରେ BSKY କାର୍ଡ ରାକେଟ; ହିତାଧିକାରୀଙ୍କୁ ପ୍ରଲୋଭିତ କରି ଠକୁଥିଲେ ଟଙ୍କା, ୫ ଅଟକ

The Sakala Picture
Published On

କଟକ : ପୋଲିସ କବଜାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ରାକେଟ । ରାକେଟକୁ ଧରିଲା ବାୟାଳିଶ ମୌଜା ଥାନା ପୋଲିସ । ଦଲାଲ ସମେତ ହସ୍ପିଟାଲ ମାଲିକକୁ ମିଶାଇ ମୋଟ୍‌ ୫ ଜଣଙ୍କୁ ଅଟକ ରଖିଛି ପୋଲିସ । ସେମାନଙ୍କଠାରୁ ଏକାଧିକ ବିଏସକେୱାଇ କାର୍ଡ ଜବତ କରାଯାଇଛି । ବିଏସକେୱାଇ ହିତାଧିକାରୀମାନଙ୍କୁ ପ୍ରଲୋଭିତ କରି ସେମାନଙ୍କଠାରୁ କାର୍ଡ ହାତେଇ ଲକ୍ଷାଧିକ ଟଙ୍କା ଠକୁଥିଲେ ଦଲାଲମାନେ । ଖୁବଶୀଘ୍ର ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ […]

କଟକ : ପୋଲିସ କବଜାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡ ରାକେଟ । ରାକେଟକୁ ଧରିଲା ବାୟାଳିଶ ମୌଜା ଥାନା ପୋଲିସ । ଦଲାଲ ସମେତ ହସ୍ପିଟାଲ ମାଲିକକୁ ମିଶାଇ ମୋଟ୍‌ ୫ ଜଣଙ୍କୁ ଅଟକ ରଖିଛି ପୋଲିସ । ସେମାନଙ୍କଠାରୁ ଏକାଧିକ ବିଏସକେୱାଇ କାର୍ଡ ଜବତ କରାଯାଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

ବିଏସକେୱାଇ ହିତାଧିକାରୀମାନଙ୍କୁ ପ୍ରଲୋଭିତ କରି ସେମାନଙ୍କଠାରୁ କାର୍ଡ ହାତେଇ ଲକ୍ଷାଧିକ ଟଙ୍କା ଠକୁଥିଲେ ଦଲାଲମାନେ । ଖୁବଶୀଘ୍ର ସେମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯିବ ବୋଲି କଟକ ଡିସିପି ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର