ରାଜ୍ୟରେ ବନ୍ଦ ହେବ BSKY ଯୋଜନା: ମନମୋହନ ସାମଲ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ଯୋଜନା। ରାଜ୍ୟରେ BSKY ଯୋଜନା ବନ୍ଦ କରାଯାଇ ଆୟୁଷ୍ମାନ ଯୋଜନା ଲାଗୁ କରାଯିବ। ଏହା କହିଛନ୍ତି ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ । ମନମୋହନ ସାମଲ କହିଛନ୍ତି BSKYରେ ଭଲ ସୁବିଧା ମିଳୁନଥିଲା । ଆୟୁଷ୍ମାନ ଯୋଜନା ଲାଗୁ ହେଲେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ମିଳିବ । ଏହାସହ ନିର୍ବାଚନ ପୂର୍ବରୁ ବିଜେପି ଯାହା ପ୍ରତିଶୃତି ଦେଇଥିଲା ତାହା ସବୁ କାର୍ଯ୍ୟକାରୀ କରାଯିବ । ଲୋକେ […]

ଭୁବନେଶ୍ବର : ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ଯୋଜନା। ରାଜ୍ୟରେ BSKY ଯୋଜନା ବନ୍ଦ କରାଯାଇ ଆୟୁଷ୍ମାନ ଯୋଜନା ଲାଗୁ କରାଯିବ। ଏହା କହିଛନ୍ତି ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ।

ଆହୁରି ପଢ଼ନ୍ତୁ: ପାରିବାରିକ ବିବାଦର କରୁଣ ପରିଣତି: ବିଷ ପିଇ ଜୀବନ ହାରିଲେ ସିଆରପିଏଫ୍ ଯବାନ

ମନମୋହନ ସାମଲ କହିଛନ୍ତି BSKYରେ ଭଲ ସୁବିଧା ମିଳୁନଥିଲା । ଆୟୁଷ୍ମାନ ଯୋଜନା ଲାଗୁ ହେଲେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ମିଳିବ । ଏହାସହ ନିର୍ବାଚନ ପୂର୍ବରୁ ବିଜେପି ଯାହା ପ୍ରତିଶୃତି ଦେଇଥିଲା ତାହା ସବୁ କାର୍ଯ୍ୟକାରୀ କରାଯିବ । ଲୋକେ ନିର୍ବାଚନ ଲଢୁଥିଲେ । ରାଜ୍ୟରେ ଲୋକଙ୍କ ସରକାର ହେବ। ୬ ତାରିଖ ଦିନ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା, ତାହା ଟିକେ ବିଳମ୍ବ ହେଇପାରେ। ସଂସଦୀୟ ବୋର୍ଡ ଯାହା ନିଷ୍ପତ୍ତି ନେବେ, ତାହା ଫାଇନାଲ ହେବ । ୧୦ ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ମନମୋହନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଗଞ୍ଜାମ ଜିଲ୍ଲା ଛତ୍ରପୁର ରେଳ ଷ୍ଟେସନରୁ ୪ ନାବାଳକ ଉଦ୍ଧାର, ଶିଶୁ ଚାଲାଣ ସନ୍ଦେହରେ ୨ ଦଲାଲ୍ ଅଟକ

05 Jun 2024 By The Sakala

ରାଜ୍ୟରେ ବନ୍ଦ ହେବ BSKY ଯୋଜନା: ମନମୋହନ ସାମଲ

ଭୁବନେଶ୍ବର : ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ଯୋଜନା। ରାଜ୍ୟରେ BSKY ଯୋଜନା ବନ୍ଦ କରାଯାଇ ଆୟୁଷ୍ମାନ ଯୋଜନା ଲାଗୁ କରାଯିବ। ଏହା କହିଛନ୍ତି ଓଡ଼ିଶା ବିଜେପି ସଭାପତି ମନମୋହନ ସାମଲ ।

ମନମୋହନ ସାମଲ କହିଛନ୍ତି BSKYରେ ଭଲ ସୁବିଧା ମିଳୁନଥିଲା । ଆୟୁଷ୍ମାନ ଯୋଜନା ଲାଗୁ ହେଲେ ରାଜ୍ୟବାସୀଙ୍କୁ ଉନ୍ନତମାନର ସ୍ୱାସ୍ଥ୍ୟ ସେବା ମିଳିବ । ଏହାସହ ନିର୍ବାଚନ ପୂର୍ବରୁ ବିଜେପି ଯାହା ପ୍ରତିଶୃତି ଦେଇଥିଲା ତାହା ସବୁ କାର୍ଯ୍ୟକାରୀ କରାଯିବ । ଲୋକେ ନିର୍ବାଚନ ଲଢୁଥିଲେ । ରାଜ୍ୟରେ ଲୋକଙ୍କ ସରକାର ହେବ। ୬ ତାରିଖ ଦିନ ନେତା ଚୟନ ପାଇଁ ଯେଉଁ ଦିନ ଧାର୍ଯ୍ୟ ହୋଇଥିଲା, ତାହା ଟିକେ ବିଳମ୍ବ ହେଇପାରେ। ସଂସଦୀୟ ବୋର୍ଡ ଯାହା ନିଷ୍ପତ୍ତି ନେବେ, ତାହା ଫାଇନାଲ ହେବ । ୧୦ ତାରିଖରେ ଜଣେ ଓଡ଼ିଆ ପୁଅ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ମନମୋହନ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର