ବଜେଟ ୨୦୨୪-୨୫: ବିକାଶ ହେବ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ର, ପୂର୍ବାଞ୍ଚଳର ବିକାଶରେ ଯୋଡ଼ି ହେଲା ଓଡ଼ିଶା

The Sakala Picture
Published On

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ କରିଛନ୍ତି ଅର୍ଥମନ୍ତ୍ରୀ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ୍‌ ଘୋଷଣା କରିଛନ୍ତିୁ କେନ୍ଦ୍ର ସରକାର । ବଜେଟ୍‌ରେ ମୋଟ ୧୧.୧୧ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।ତେବେ ବଜେଟ୍‌ରେ ଓଡ଼ିଶାକୁ ବିଶେଷ ଗୁରୁତ୍ବ ଦିଆଯାଇଛି । ପୂର୍ବାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାର ବଡ ଘୋଷଣା କରିଛନ୍ତି। ପୂର୍ବାଞ୍ଚଳର ଆର୍ଥିକ ବିକାଶ […]

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ କରିଛନ୍ତି ଅର୍ଥମନ୍ତ୍ରୀ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ୍‌ ଘୋଷଣା କରିଛନ୍ତିୁ କେନ୍ଦ୍ର ସରକାର । ବଜେଟ୍‌ରେ ମୋଟ ୧୧.୧୧ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।ତେବେ ବଜେଟ୍‌ରେ ଓଡ଼ିଶାକୁ ବିଶେଷ ଗୁରୁତ୍ବ ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ବାହୁଡ଼ା ଯାତ୍ରା ବେଳକୁ ଲଘୁଚାପ ସମ୍ଭାବନା: ୨୨ରୁ ରାଜ୍ୟବ୍ୟାପୀ ବଢ଼ିବ ବର୍ଷା

ପୂର୍ବାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାର ବଡ ଘୋଷଣା କରିଛନ୍ତି। ପୂର୍ବାଞ୍ଚଳର ଆର୍ଥିକ ବିକାଶ ଉପରେ ବିଶେଷ ଗୁରୁତ୍ବ ଦେଇଛନ୍ତି କେନ୍ଦ୍ର ସରକାର। ଏଥିପାଇଁ ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ୍ ଘୋଷଣା କରାଯାଇଛି । ପୂର୍ବାଞ୍ଚଳର ୫ ରାଜ୍ୟର ବିକାଶ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେବେ ଭାରତ ସରକାର । ସେହି ୫ ରାଜ୍ୟ ହେଉଛି ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶ ।ଏହି ରାଜ୍ୟଗୁଡିକରେ ସଡ଼କ ନିର୍ମାଣ ଉପରେ ଗୁରୁତ୍ବ ଦିଆଯିବ।

ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ: ଆଜି ହେବ ତିନି ରଥର ଦକ୍ଷିଣ ମୋଡ଼

ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ହେବ । ବିଶେଷ କରି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳଗୁଡିକର ବିକାଶ ପାଇଁ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଆଗକୁ ନେବା ପାଇଁ ସ୍ବତନ୍ତ୍ର କାରଯ୍ୟକ୍ରମ ହାତକୁ ନେବେ କେନ୍ଦ୍ର ସରକାର । ମହିଳା ସଶକ୍ତିକରଣ, ରୋଜଗାର ବୃଦ୍ଧି ଉପରେ ଗୁରୁତ୍ବ ଦିଆଯିବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ବିକାଶ ପାଇଁ ବଜେଟ୍‌ରେ ବ୍ୟବସ୍ଥା ହେବ । ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା । ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ।

ଆହୁରି ପଢ଼ନ୍ତୁ: ମାଲକାନଗିରି ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ, ସର୍ଚ୍ଚ ଅପରେସନ ଜୋରଦାର

23 Jul 2024 By The Sakala

ବଜେଟ ୨୦୨୪-୨୫: ବିକାଶ ହେବ ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ର, ପୂର୍ବାଞ୍ଚଳର ବିକାଶରେ ଯୋଡ଼ି ହେଲା ଓଡ଼ିଶା

ନୂଆଦିଲ୍ଲୀ: ସଂସଦରେ ବଜେଟ୍‌ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ବଜେଟ ଉପସ୍ଥାନ କରିଛନ୍ତି ଅର୍ଥମନ୍ତ୍ରୀ । ବିଭିନ୍ନ କ୍ଷେତ୍ର ପାଇଁ ଆର୍ଥିକ ପ୍ୟାକେଜ୍‌ ଘୋଷଣା କରିଛନ୍ତିୁ କେନ୍ଦ୍ର ସରକାର । ବଜେଟ୍‌ରେ ମୋଟ ୧୧.୧୧ ଲକ୍ଷ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।ତେବେ ବଜେଟ୍‌ରେ ଓଡ଼ିଶାକୁ ବିଶେଷ ଗୁରୁତ୍ବ ଦିଆଯାଇଛି ।

ପୂର୍ବାଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାର ବଡ ଘୋଷଣା କରିଛନ୍ତି। ପୂର୍ବାଞ୍ଚଳର ଆର୍ଥିକ ବିକାଶ ଉପରେ ବିଶେଷ ଗୁରୁତ୍ବ ଦେଇଛନ୍ତି କେନ୍ଦ୍ର ସରକାର। ଏଥିପାଇଁ ସ୍ବତନ୍ତ୍ର ଆର୍ଥିକ ପ୍ୟାକେଜ୍ ଘୋଷଣା କରାଯାଇଛି । ପୂର୍ବାଞ୍ଚଳର ୫ ରାଜ୍ୟର ବିକାଶ ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନେବେ ଭାରତ ସରକାର । ସେହି ୫ ରାଜ୍ୟ ହେଉଛି ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶ ।ଏହି ରାଜ୍ୟଗୁଡିକରେ ସଡ଼କ ନିର୍ମାଣ ଉପରେ ଗୁରୁତ୍ବ ଦିଆଯିବ।

ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ହେବ । ବିଶେଷ କରି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳଗୁଡିକର ବିକାଶ ପାଇଁ ଏବଂ ପର୍ଯ୍ୟଟନ କ୍ଷେତ୍ରରେ ଆଗକୁ ନେବା ପାଇଁ ସ୍ବତନ୍ତ୍ର କାରଯ୍ୟକ୍ରମ ହାତକୁ ନେବେ କେନ୍ଦ୍ର ସରକାର । ମହିଳା ସଶକ୍ତିକରଣ, ରୋଜଗାର ବୃଦ୍ଧି ଉପରେ ଗୁରୁତ୍ବ ଦିଆଯିବ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଓଡ଼ିଶାର ପର୍ଯ୍ୟଟନସ୍ଥଳୀ ବିକାଶ ପାଇଁ ବଜେଟ୍‌ରେ ବ୍ୟବସ୍ଥା ହେବ । ମନ୍ଦିର, ବନ୍ୟଜନ୍ତୁ, ସାମୁଦ୍ରିକ ସଂପଦ ପାଇଁ ଓଡ଼ିଶା ଜଣାଶୁଣା । ପର୍ଯ୍ୟଟନର ବିକାଶ ପାଇଁ ଓଡ଼ିଶାକୁ ସହାୟତା ମିଳିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର