ଫେବୃଆରୀ ୨୧ରୁ ବିଧାନସଭାର ବଜେଟ ଅଧିବେଶନ, ୨୪ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍

The Sakala Picture
Published On

ଭୁବନେଶ୍ବର: ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ।  ବିଧାନସଭାର ସୁପରିଚାଳନା ନେଇ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ବିଧାନସଭା କିପରି ଚାଲିବ ସେ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ନେତାଙ୍କଠୁ  ମତାମତ ନିଆଯିବ। ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି।  ଏହି ବଜେଟ ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏଥିରେ ପୂର୍ଣ୍ଣାଙ୍ଗ ବଜେଟ ଆସିବା ସହ ଲମ୍ବା […]

ଭୁବନେଶ୍ବର: ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ।  ବିଧାନସଭାର ସୁପରିଚାଳନା ନେଇ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ବିଧାନସଭା କିପରି ଚାଲିବ ସେ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ନେତାଙ୍କଠୁ  ମତାମତ ନିଆଯିବ। ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି।  ଏହି ବଜେଟ ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏଥିରେ ପୂର୍ଣ୍ଣାଙ୍ଗ ବଜେଟ ଆସିବା ସହ ଲମ୍ବା ସମୟ ଧରି ଚାଲିବ ଗୃହ ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ସୂଚନା ଅନୁଯାୟୀ, ଏହା ଦୁଇଟି ପର୍ଯ୍ଯାୟରେ ଚାଲିବ ବଜେଟ ଅଧିବେଶନ। ଫେବୃଆରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ଯାୟ ଚାଲିବ। ପୁଣି ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଲ ୬ ତାରିଖ ଯାଏ ଦ୍ବିତୀୟ ପର୍ଯ୍ଯାୟ ଚାଲିବ। ଏହାରି ମଧ୍ୟରେ ଫେବୃଆରୀ ୨୪ରେ ବିଧାନସଭାରେ ଆଗତ ହେବ ରାଜ୍ୟ ବଜେଟ୍‌ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିବେ ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

15 Feb 2023 By The Sakala

ଫେବୃଆରୀ ୨୧ରୁ ବିଧାନସଭାର ବଜେଟ ଅଧିବେଶନ, ୨୪ରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍

ଭୁବନେଶ୍ବର: ଫେବୃଆରୀ ୨୧ ତାରିଖରୁ ଆରମ୍ଭ ହେବ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ।  ବିଧାନସଭାର ସୁପରିଚାଳନା ନେଇ ଆସନ୍ତା ୨୦ ତାରିଖରେ ବସିବ ସର୍ବଦଳୀୟ ବୈଠକ । ଏହି ବୈଠକରେ ବିଧାନସଭା କିପରି ଚାଲିବ ସେ ନେଇ ଉଭୟ ଶାସକ ଓ ବିରୋଧୀ ଦଳ ନେତାଙ୍କଠୁ  ମତାମତ ନିଆଯିବ। ଏ ନେଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି।  ଏହି ବଜେଟ ଅଧିବେଶନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏଥିରେ ପୂର୍ଣ୍ଣାଙ୍ଗ ବଜେଟ ଆସିବା ସହ ଲମ୍ବା ସମୟ ଧରି ଚାଲିବ ଗୃହ ।

ସୂଚନା ଅନୁଯାୟୀ, ଏହା ଦୁଇଟି ପର୍ଯ୍ଯାୟରେ ଚାଲିବ ବଜେଟ ଅଧିବେଶନ। ଫେବୃଆରୀ ୨୧ରୁ ମାର୍ଚ୍ଚ ୨ ତାରିଖ ଯାଏ ପ୍ରଥମ ପର୍ଯ୍ଯାୟ ଚାଲିବ। ପୁଣି ମାର୍ଚ୍ଚ ୧୦ ତାରିଖରୁ ଏପ୍ରିଲ ୬ ତାରିଖ ଯାଏ ଦ୍ବିତୀୟ ପର୍ଯ୍ଯାୟ ଚାଲିବ। ଏହାରି ମଧ୍ୟରେ ଫେବୃଆରୀ ୨୪ରେ ବିଧାନସଭାରେ ଆଗତ ହେବ ରାଜ୍ୟ ବଜେଟ୍‌ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବଜେଟ ଉପସ୍ଥାପନ କରିବେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର