ଶ୍ରୀମନ୍ଦିରର ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ ହୋଇପାରିବ ଅଭ୍ୟର୍ଥନା କକ୍ଷ, NOC ପ୍ରଦାନ କଲା NMA

The Sakala Picture
Published On

ପୁରୀ: ଶ୍ରୀମନ୍ଦିରର ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ ହୋଇପାରିବ ଅଭ୍ୟର୍ଥନା କକ୍ଷ। ଶ୍ରୀମନ୍ଦିର ପ୍ରଶାସନକୁ ଏନଓସି ପ୍ରଦାନ କରିଛି NMA । ୭୫ ମିଟର ପରିଧି ଭିତରେ ଅଭ୍ୟର୍ଥନା କକ୍ଷ ସହ ରଘୁନନ୍ଦନ ପାଠାଗାର ନିର୍ମାଣକୁ ଅନୁମତି ପ୍ରଦାନ କରାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ଜଣାଇଛି ଜାତୀୟ ସ୍ମାରକୀ ପ୍ରାଧିକରଣ । ଏପ୍ରିଲ ୨୫ ତାରିଖରେ ବସିଥିବା ବୈଠରେ ବିଧିବଦ୍ଧ ଅନୁମତି ମିଳିଛି । ଖାତା ନମ୍ବର ୩୨୭ ର ପ୍ଲଟ ନମ୍ବର ୧୯, […]

ପୁରୀ: ଶ୍ରୀମନ୍ଦିରର ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ ହୋଇପାରିବ ଅଭ୍ୟର୍ଥନା କକ୍ଷ। ଶ୍ରୀମନ୍ଦିର ପ୍ରଶାସନକୁ ଏନଓସି ପ୍ରଦାନ କରିଛି NMA । ୭୫ ମିଟର ପରିଧି ଭିତରେ ଅଭ୍ୟର୍ଥନା କକ୍ଷ ସହ ରଘୁନନ୍ଦନ ପାଠାଗାର ନିର୍ମାଣକୁ ଅନୁମତି ପ୍ରଦାନ କରାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ଜଣାଇଛି ଜାତୀୟ ସ୍ମାରକୀ ପ୍ରାଧିକରଣ । ଏପ୍ରିଲ ୨୫ ତାରିଖରେ ବସିଥିବା ବୈଠରେ ବିଧିବଦ୍ଧ ଅନୁମତି ମିଳିଛି ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

ଖାତା ନମ୍ବର ୩୨୭ ର ପ୍ଲଟ ନମ୍ବର ୧୯, ଖାତା ନମ୍ବର ୪୦୬ର ପ୍ଲାଟ ନମ୍ବର ପ୍ଲାଟ ନମ୍ବର ୩୪ ଏବଂ ୪୫,ଖାତା ନମ୍ବର ୩୬ ର ପ୍ଲାଟ ନମ୍ବର ୪୧୪,ଖାତା ନମ୍ବର ୪୧୩ର ପ୍ଲାଟ ନମ୍ବର ୩୭ ରେ ଅଭ୍ୟର୍ଥନା କକ୍ଷ ନିର୍ମାଣ ନେଇ ଅନୁମତି ମିଳିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ, ଗଭୀର ଶୋକ ପ୍ରକାଶ କଲେ ନବୀନ ପଟ୍ଟନାୟକ

04 May 2023 By The Sakala

ଶ୍ରୀମନ୍ଦିରର ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ ହୋଇପାରିବ ଅଭ୍ୟର୍ଥନା କକ୍ଷ, NOC ପ୍ରଦାନ କଲା NMA

ପୁରୀ: ଶ୍ରୀମନ୍ଦିରର ନିୟନ୍ତ୍ରିତ ଅଞ୍ଚଳରେ ନିର୍ମାଣ ହୋଇପାରିବ ଅଭ୍ୟର୍ଥନା କକ୍ଷ। ଶ୍ରୀମନ୍ଦିର ପ୍ରଶାସନକୁ ଏନଓସି ପ୍ରଦାନ କରିଛି NMA । ୭୫ ମିଟର ପରିଧି ଭିତରେ ଅଭ୍ୟର୍ଥନା କକ୍ଷ ସହ ରଘୁନନ୍ଦନ ପାଠାଗାର ନିର୍ମାଣକୁ ଅନୁମତି ପ୍ରଦାନ କରାଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖି ଜଣାଇଛି ଜାତୀୟ ସ୍ମାରକୀ ପ୍ରାଧିକରଣ । ଏପ୍ରିଲ ୨୫ ତାରିଖରେ ବସିଥିବା ବୈଠରେ ବିଧିବଦ୍ଧ ଅନୁମତି ମିଳିଛି ।

ଖାତା ନମ୍ବର ୩୨୭ ର ପ୍ଲଟ ନମ୍ବର ୧୯, ଖାତା ନମ୍ବର ୪୦୬ର ପ୍ଲାଟ ନମ୍ବର ପ୍ଲାଟ ନମ୍ବର ୩୪ ଏବଂ ୪୫,ଖାତା ନମ୍ବର ୩୬ ର ପ୍ଲାଟ ନମ୍ବର ୪୧୪,ଖାତା ନମ୍ବର ୪୧୩ର ପ୍ଲାଟ ନମ୍ବର ୩୭ ରେ ଅଭ୍ୟର୍ଥନା କକ୍ଷ ନିର୍ମାଣ ନେଇ ଅନୁମତି ମିଳିଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର