ଭୁବନେଶ୍ୱରରେ ରାତି ୯ପରେ ବାଣଫୁଟା ବନ୍ଦ: ଡିସିପି

Deviprasad Mohanty Picture
Published On

ଭୁବନେଶ୍ବର: ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ। ଏ ନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗ୍ରୀନ୍ କାର୍କର ଫୁଟାଇବା ପାଇଁ ପୋଲିସ ଅନୁରୋଧ କରିଛି। ମଦ ପିଇ ଗାଡ଼ି ଚଳାଇଲେ ଚାଳକ ଅଟକ ରହିବେ ବୋଲି କୁହାଯାଇଛି। ଗାଡ଼ିକୁ ଜବତ କରି ନେଇଯିବ PCR ଭ୍ୟାନ୍ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ବେଆଇନ ବାଣ ବିକିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି DCP କହିଛନ୍ତି। 

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

18 Oct 2025 By Deviprasad Mohanty

ଭୁବନେଶ୍ୱରରେ ରାତି ୯ପରେ ବାଣଫୁଟା ବନ୍ଦ: ଡିସିପି

ଭୁବନେଶ୍ବର: ଦୀପାବଳିରେ ଭୁବନେଶ୍ୱରରେ ରାତି ୯ଟା ପରେ ବାଣଫୁଟା ବନ୍ଦ। ଏ ନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଚ ଶଦ୍ଦ ସଂପନ୍ନ ବାଣ ଫୁଟାଇଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗ୍ରୀନ୍ କାର୍କର ଫୁଟାଇବା ପାଇଁ ପୋଲିସ ଅନୁରୋଧ କରିଛି। ମଦ ପିଇ ଗାଡ଼ି ଚଳାଇଲେ ଚାଳକ ଅଟକ ରହିବେ ବୋଲି କୁହାଯାଇଛି। ଗାଡ଼ିକୁ ଜବତ କରି ନେଇଯିବ PCR ଭ୍ୟାନ୍ । ସବୁ ଥାନାରେ ପାଟ୍ରୋଲିଂ ଭ୍ୟାନ୍ ଆଲର୍ଟ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି। ବେଆଇନ ବାଣ ବିକିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି DCP କହିଛନ୍ତି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର