ଭାରସାମ୍ୟ ହରାଇ ଓଲଟିଲା ବସ୍ : ୧ ମୃତ, ୧୫ ଆହତ

The Sakala Picture
Published On

ନୟାଗଡ଼ : ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଓଲଟି ପଡ଼ିରୁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି । ୧୫ ଜଣ ଆହତଙ୍କ ମଧ୍ୟରୁ ୯ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେହିପରି କିଛି ଆହତଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ନୟାଗଡ଼ ବ୍ରହ୍ମପୁରରୁ ନରସିଂହପୁର ଯାଉଥିବା ବେଳେ […]

ନୟାଗଡ଼ : ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଓଲଟି ପଡ଼ିରୁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି । ୧୫ ଜଣ ଆହତଙ୍କ ମଧ୍ୟରୁ ୯ ଜଣଙ୍କର ଅବସ୍ଥା ଗୁରୁତର ରହିଛି ।

ଆହୁରି ପଢ଼ନ୍ତୁ: ଲୋକଙ୍କ ପାଇଁ ବଡ଼ ବୋଝ ପାଲଟି ଗଲାଣି ବିଜେପି ସରକାର: ନବୀନ ପଟ୍ଟନାୟକ

ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେହିପରି କିଛି ଆହତଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ନୟାଗଡ଼ ବ୍ରହ୍ମପୁରରୁ ନରସିଂହପୁର ଯାଉଥିବା ବେଳେ ଜଗନ୍ନାଥପ୍ରସାଦ ନିକଟରେ ଓଲଟି ପଡ଼ିଥିଲା ଚୌଧୁରୀ ବସ୍ ।

ଆହୁରି ପଢ଼ନ୍ତୁ: ବାଲିଅନ୍ତା ବର୍ବରତା: ହତ୍ୟାରେ ସଂପୃକ୍ତ ସମସ୍ତଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ କଲେ ସୌମ୍ୟରଞ୍ଜନଙ୍କ ଗ୍ରାମବାସୀ

27 Mar 2021 By The Sakala

ଭାରସାମ୍ୟ ହରାଇ ଓଲଟିଲା ବସ୍ : ୧ ମୃତ, ୧୫ ଆହତ

ନୟାଗଡ଼ : ନୟାଗଡ଼ ଜଗନ୍ନାଥପ୍ରସାଦ ନିକଟରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ ଓଲଟି ପଡ଼ିରୁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ସେହିପରି ଦୁର୍ଘଟଣାରେ ୧୫ ଜଣ ଆହତ ହୋଇଛନ୍ତି । ୧୫ ଜଣ ଆହତଙ୍କ ମଧ୍ୟରୁ ୯ ଜଣଙ୍କର ଅବସ୍ଥା ଗୁରୁତର ରହିଛି ।

ସମସ୍ତଙ୍କୁ ନୟାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେହିପରି କିଛି ଆହତଙ୍କୁ ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ନୟାଗଡ଼ ବ୍ରହ୍ମପୁରରୁ ନରସିଂହପୁର ଯାଉଥିବା ବେଳେ ଜଗନ୍ନାଥପ୍ରସାଦ ନିକଟରେ ଓଲଟି ପଡ଼ିଥିଲା ଚୌଧୁରୀ ବସ୍ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର