ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ବାଇକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍; ବାଇକ ଚାଳକ ମୃତ, ଅନ୍ୟ ଜଣେ ଗୁରୁତର

Madhusudan Das Picture
Published On

ବ୍ରାହ୍ମଣୀଗାଁ: ବସ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର । ମୃତକ ଜଣକ ହେଲେ କିନାରୀଗାଁର ପ୍ରକାଶ ବଡ଼ାଇକ ଏବଂ ଗୁରୁତର ଛାତ୍ରୀ ଜଣକ ହେଲେ ପୂଜାରାଣୀ ପାତ୍ର ବୋଲି ଜଣାପଡିଛି। ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବ୍ରାମଣୀଗାଁ ଥାନା ସ୍ଥିତ ପୋଡାମାରି ଶଙ୍ଖ ଠାରେ। ସୂଚନା ଅନୁସାରେ ଆଜି ସକାଳେ ଚନ୍ଦ୍ରପୁର ଠାରୁ ବ୍ରହ୍ମପୁର ଯାଉଥିବା ମହାଲଷ୍ମୀ ନାମକ ଏକ ଘରଇ ବସ ବାଇକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବାଇକ ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତ ଛାତ୍ରୀଙ୍କୁ ପ୍ରଥମେ ବ୍ରାମଣୀଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା, ପରେ ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିବାର ଲୋକେ ବସକୁ ଅଟକାଇବା ସହ କ୍ଷତି ପୂରଣ ଦାବିରେ ମର ଶରୀରକୁ ରାସ୍ତାରେ ରଖି ଧାରଣା ବସିଛନ୍ତି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

07 Nov 2025 By Madhusudan Das

ବାଇକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍; ବାଇକ ଚାଳକ ମୃତ, ଅନ୍ୟ ଜଣେ ଗୁରୁତର

ବ୍ରାହ୍ମଣୀଗାଁ: ବସ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର । ମୃତକ ଜଣକ ହେଲେ କିନାରୀଗାଁର ପ୍ରକାଶ ବଡ଼ାଇକ ଏବଂ ଗୁରୁତର ଛାତ୍ରୀ ଜଣକ ହେଲେ ପୂଜାରାଣୀ ପାତ୍ର ବୋଲି ଜଣାପଡିଛି। ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବ୍ରାମଣୀଗାଁ ଥାନା ସ୍ଥିତ ପୋଡାମାରି ଶଙ୍ଖ ଠାରେ। ସୂଚନା ଅନୁସାରେ ଆଜି ସକାଳେ ଚନ୍ଦ୍ରପୁର ଠାରୁ ବ୍ରହ୍ମପୁର ଯାଉଥିବା ମହାଲଷ୍ମୀ ନାମକ ଏକ ଘରଇ ବସ ବାଇକକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ବାଇକ ଚାଳକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ କଲେଜ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତ ଛାତ୍ରୀଙ୍କୁ ପ୍ରଥମେ ବ୍ରାମଣୀଗାଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା, ପରେ ଛାତ୍ରୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତକଙ୍କ ପରିବାର ଲୋକେ ବସକୁ ଅଟକାଇବା ସହ କ୍ଷତି ପୂରଣ ଦାବିରେ ମର ଶରୀରକୁ ରାସ୍ତାରେ ରଖି ଧାରଣା ବସିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର