ପୁଣି ବଢିଲା ବସ୍ ଭଡ଼ା

The Sakala Picture
Published On

କଟକ: ରାଜ୍ୟରେ ଗୁରୁବାର ପୁଣି ବସ୍‌ ଭଡ଼ା ବୃଦ୍ଧି ପାଇଛି । କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି କାରଣରୁ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି। ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି। ସାଧାରଣ ବସ୍ ଭଡା ୮୦ ପଇସାରୁ ୮୫କୁ ବୃଦ୍ଧି କରାଯାଇଛି। ସେହିପରି ଏକ୍ସପ୍ରେସ୍‌ ବସ୍ ଭଡା ୮୪ ପଇସାରୁ ୮୯ ପଇସାକୁ ବୃଦ୍ଧି ପାଇଛି […]

କଟକ: ରାଜ୍ୟରେ ଗୁରୁବାର ପୁଣି ବସ୍‌ ଭଡ଼ା ବୃଦ୍ଧି ପାଇଛି । କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି କାରଣରୁ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି।

ଆହୁରି ପଢ଼ନ୍ତୁ: ମହିଳାଙ୍କୁ ପ୍ରେମ ନିବେଦନ କରିବା ଅଭିଯୋଗରେ ବଦଳିଲେ ଶରଣକୂଳ ଥାନା ଆଇଆଇସି

ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି। ସାଧାରଣ ବସ୍ ଭଡା ୮୦ ପଇସାରୁ ୮୫କୁ ବୃଦ୍ଧି କରାଯାଇଛି। ସେହିପରି ଏକ୍ସପ୍ରେସ୍‌ ବସ୍ ଭଡା ୮୪ ପଇସାରୁ ୮୯ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା କିଲୋମିଟର ପିଛା ୧୦ ପଇସା ବୃଦ୍ଧି ହୋଇଛି । ଡିଲକ୍ସ ବସ୍ ଭଡା ୧ ଟଙ୍କା ୧୧ ପଇସାରୁ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ୍ ଭଡା ୧ ଟଙ୍କା ୩୯ ପଇସାରୁ ୧ ଟଙ୍କା ୪୯ ପଇସା ବୃଦ୍ଧି କରାଯାଇଛି ।

ଆହୁରି ପଢ଼ନ୍ତୁ: ବିଜେପି ବିଧାୟକଙ୍କ ପ୍ରୋତ୍ସାହନରେ ଟିଟିଲାଗଡ଼ରେ ଆତଙ୍କରାଜ: ବିଜେଡି

04 Mar 2021 By The Sakala

ପୁଣି ବଢିଲା ବସ୍ ଭଡ଼ା

କଟକ: ରାଜ୍ୟରେ ଗୁରୁବାର ପୁଣି ବସ୍‌ ଭଡ଼ା ବୃଦ୍ଧି ପାଇଛି । କ୍ରମାଗତ ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି କାରଣରୁ ରାଜ୍ୟରେ ପୁଣି ଥରେ ବସ୍ ଭଡା ବୃଦ୍ଧି ହୋଇଛି।

ବର୍ଦ୍ଧିତ ଭଡା ଅନୁଯାୟୀ, ସାଧାରଣ ଓ ଏକ୍ସପ୍ରେସ ବସ୍ ଭଡା କିଲୋମିଟର ପିଛା ୫ ପଇସା ବଢିଛି। ସାଧାରଣ ବସ୍ ଭଡା ୮୦ ପଇସାରୁ ୮୫କୁ ବୃଦ୍ଧି କରାଯାଇଛି। ସେହିପରି ଏକ୍ସପ୍ରେସ୍‌ ବସ୍ ଭଡା ୮୪ ପଇସାରୁ ୮୯ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ଭଡା କିଲୋମିଟର ପିଛା ୧୦ ପଇସା ବୃଦ୍ଧି ହୋଇଛି । ଡିଲକ୍ସ ବସ୍ ଭଡା ୧ ଟଙ୍କା ୧୧ ପଇସାରୁ ୧ ଟଙ୍କା ୨୧ ପଇସାକୁ ବୃଦ୍ଧି ପାଇଥିବା ବେଳେ ଏସି ଡିଲକ୍ସ ବସ୍ ଭଡା ୧ ଟଙ୍କା ୩୯ ପଇସାରୁ ୧ ଟଙ୍କା ୪୯ ପଇସା ବୃଦ୍ଧି କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର