ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ସୋମବାର ଠାରୁ ବସ୍ ଚଳାଚଳ ସ୍ୱାଭାବିକ, ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଘରୋଇ ବସ୍ ମାଲିକ ସଂଘର ନିଷ୍ପତ୍ତି

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ସୋମବାର ଠାରୁ ରାଜ୍ୟରେ ସ୍ୱାଭାବିକ ହେବ ବସ ଚଳାଚଳ। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଘରୋଇ ବସ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତ । ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ସଂପାଦକ ଏନେଇ ସୂଚନା ଦେଇଛନ୍ତି। ଘରୋଇ ବସ୍ ମାଲିକ ସଂଘ ସହ ସରକାରଙ୍କ ଆଲୋଚନା ସଫଳ ହୋଇଛି। ସଂଘର ଦାବି ଉପରେ ସରକାର ଶୀଘ୍ର ନିଷ୍ପତ୍ତି ନେବେ ବୋଲି ସଂପାଦକ କହିଛନ୍ତି। କରୋନା […]

ଭୁବନେଶ୍ୱର: ଆସନ୍ତା ସୋମବାର ଠାରୁ ରାଜ୍ୟରେ ସ୍ୱାଭାବିକ ହେବ ବସ ଚଳାଚଳ। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଘରୋଇ ବସ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତ । ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ସଂପାଦକ ଏନେଇ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଟ୍ୱିନ୍ ସିଟିରେ କଳା ଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ, କିଛି ସ୍ଥାନରେ ପବନ ସହ ଘଡ଼ଘଡ଼ି ବର୍ଷା

ଘରୋଇ ବସ୍ ମାଲିକ ସଂଘ ସହ ସରକାରଙ୍କ ଆଲୋଚନା ସଫଳ ହୋଇଛି। ସଂଘର ଦାବି ଉପରେ ସରକାର ଶୀଘ୍ର ନିଷ୍ପତ୍ତି ନେବେ ବୋଲି ସଂପାଦକ କହିଛନ୍ତି। କରୋନା କୋପ କମିବା ପରେ ସରକାର ସମଗ୍ର ରାଜ୍ୟରେ ବସ୍ ଚଳାଚଳ କରିବାକୁ ଅନୁମତି ଦେଇଥିଲେ। ହେଲେ ଓଡ଼ିଶା ବସ୍ ଆସୋସିଏସନ କହିଥିଲା, ବର୍ତ୍ତମାନ ବସ୍ ଗଡ଼ିବା ସ୍ଥିତିରେ ନାହିଁ। ରାଜ୍ୟ ସରକାରଙ୍କ ସହିତ ଆଲୋଚନା ନହେଲା ପର୍ୟ୍ୟନ୍ତ ବସ୍ ଗଡ଼ି ପାରିବ ନାହିଁ। ୭ ଦଫା ଦାବି ଉପସ୍ଥାପନ କରି ଓଡ଼ିଶା ବସ୍ ଆସୋସିଏସନ ଆଜି ଏପରି ଚେତାବନୀ ଦେଇଥିଲା।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଲୋନ ଖିଲାପରେ ଥିବା ବସ ମାଲିକଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ନ ନେବାକୁ ବ୍ୟାଙ୍କ ମାନଙ୍କୁ ସରକାର ନିର୍ଦ୍ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଘରୋଇ ବସ ମାଲିକ ସଂଘ ପକ୍ଷରୁ ଏହି ସୂଚନା ମିଳିଛି। ସେପଟେ ପରିବହନ ମନ୍ତ୍ରୀ କହିଛନ୍ତି ଘରୋଇ ବସ ମାଲିକ ସଂଘ ସହ ସକାରତ୍ମକ ଆଲୋଚନା ହୋଇଛି। ସଂଘର ଦାବି ସମ୍ପର୍କରେ ରାଜ୍ୟ ସରକାର ବିଚାର ବିମର୍ଶ କରୁଛନ୍ତି। ଖୁବଶୀଘ୍ର ରାଜ୍ୟରେ ବସ ଚଳାଚଳ ସ୍ୱାଭାବିକ ହେବ ବୋଲି ଆଶା।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ାରେ ଅଭାବନୀୟ ଘଟଣା: ରଜ ଦୋଳି ଉପରକୁ ମାଡ଼ିଗଲା ବୋଲେରୋ, ୨ ଶିଶୁ ଗୁରୁତର

17 Jul 2021 By The Sakala

ସୋମବାର ଠାରୁ ବସ୍ ଚଳାଚଳ ସ୍ୱାଭାବିକ, ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଘରୋଇ ବସ୍ ମାଲିକ ସଂଘର ନିଷ୍ପତ୍ତି

ଭୁବନେଶ୍ୱର: ଆସନ୍ତା ସୋମବାର ଠାରୁ ରାଜ୍ୟରେ ସ୍ୱାଭାବିକ ହେବ ବସ ଚଳାଚଳ। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଘରୋଇ ବସ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଏହି ସୂଚନା ଦେଇଛନ୍ତ । ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ସଂପାଦକ ଏନେଇ ସୂଚନା ଦେଇଛନ୍ତି।

ଘରୋଇ ବସ୍ ମାଲିକ ସଂଘ ସହ ସରକାରଙ୍କ ଆଲୋଚନା ସଫଳ ହୋଇଛି। ସଂଘର ଦାବି ଉପରେ ସରକାର ଶୀଘ୍ର ନିଷ୍ପତ୍ତି ନେବେ ବୋଲି ସଂପାଦକ କହିଛନ୍ତି। କରୋନା କୋପ କମିବା ପରେ ସରକାର ସମଗ୍ର ରାଜ୍ୟରେ ବସ୍ ଚଳାଚଳ କରିବାକୁ ଅନୁମତି ଦେଇଥିଲେ। ହେଲେ ଓଡ଼ିଶା ବସ୍ ଆସୋସିଏସନ କହିଥିଲା, ବର୍ତ୍ତମାନ ବସ୍ ଗଡ଼ିବା ସ୍ଥିତିରେ ନାହିଁ। ରାଜ୍ୟ ସରକାରଙ୍କ ସହିତ ଆଲୋଚନା ନହେଲା ପର୍ୟ୍ୟନ୍ତ ବସ୍ ଗଡ଼ି ପାରିବ ନାହିଁ। ୭ ଦଫା ଦାବି ଉପସ୍ଥାପନ କରି ଓଡ଼ିଶା ବସ୍ ଆସୋସିଏସନ ଆଜି ଏପରି ଚେତାବନୀ ଦେଇଥିଲା।

ଲୋନ ଖିଲାପରେ ଥିବା ବସ ମାଲିକଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ନ ନେବାକୁ ବ୍ୟାଙ୍କ ମାନଙ୍କୁ ସରକାର ନିର୍ଦ୍ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ଘରୋଇ ବସ ମାଲିକ ସଂଘ ପକ୍ଷରୁ ଏହି ସୂଚନା ମିଳିଛି। ସେପଟେ ପରିବହନ ମନ୍ତ୍ରୀ କହିଛନ୍ତି ଘରୋଇ ବସ ମାଲିକ ସଂଘ ସହ ସକାରତ୍ମକ ଆଲୋଚନା ହୋଇଛି। ସଂଘର ଦାବି ସମ୍ପର୍କରେ ରାଜ୍ୟ ସରକାର ବିଚାର ବିମର୍ଶ କରୁଛନ୍ତି। ଖୁବଶୀଘ୍ର ରାଜ୍ୟରେ ବସ ଚଳାଚଳ ସ୍ୱାଭାବିକ ହେବ ବୋଲି ଆଶା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର