ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା : ୩୫ରୁ ଅଧିକ ଯାତ୍ରୀ ଆହତ, ୪ ଗୁରୁତର

The Sakala Picture
Published On

ବରଗଡ଼ : ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଆଜି ସକାଳେ ବରପାଲିର ମେହେର ପଡ଼ା ନିକଟରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ଡ୍ରାଇଭରଙ୍କ ସମେତ ୩୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବଲାଙ୍ଗୀରରୁ ଝାରସୁଗୁଡା ଯାଉଥିଲା ସରକାରୀ ବସ ଏବଂ ବରଗଡ଼ରୁ ବଲାଙ୍ଗୀର ଯାଉଥିବା ଏକ ମାଲ ବୋଝେଇ […]

ବରଗଡ଼ : ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଆଜି ସକାଳେ ବରପାଲିର ମେହେର ପଡ଼ା ନିକଟରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ଡ୍ରାଇଭରଙ୍କ ସମେତ ୩୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: ପରପୁରୁଷ ସହ ଶାରିରୀକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ତ୍ରୀର ଅଶ୍ଳୀଳ ଭିଡ଼ିଓ ଓ ଫଟୋ ଭାଇରାଲ କଲା ସ୍ୱାମୀ

ଖବର ଅନୁଯାୟୀ, ବଲାଙ୍ଗୀରରୁ ଝାରସୁଗୁଡା ଯାଉଥିଲା ସରକାରୀ ବସ ଏବଂ ବରଗଡ଼ରୁ ବଲାଙ୍ଗୀର ଯାଉଥିବା ଏକ ମାଲ ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହାଁ ଧକ୍କା ହୋଇଥିଲା । ଯାହାଫଳରେ ବସ୍‌ ଓ ଟ୍ରକର ୨ ଜଣ ଡ୍ରାଇଭରଙ୍କ ସମେତ ୩୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ବରପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆହତଙ୍କ ମଧ୍ୟରେ ବସ୍ ଓ ଟ୍ରକ୍‌ର ଡ୍ରାଇଭର ମଧ୍ୟ ଅଛନ୍ତି। ଉଭୟ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଅଛି। ଦୁର୍ଘଟଣା ସଂପର୍କରେ ଖବର ପାଇ ବରପାଲି ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ତ୍ରୀକୋଣୀୟ ପ୍ରେମକୁ ନେଇ ବିଚ୍ ରାସ୍ତାରେ ଦ୍ୱିତୀୟ ପ୍ରେମିକର ମାଆ ଓ ମାମୁଁଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲା ପ୍ରଥମ ପ୍ରେମିକ

ଅନ୍ୟପଟେ ଦୁର୍ଘଟଣାପରେ ବରପାଲି ମେଡିକାଲରେ ଆହତମାନଙ୍କୁ ଭେଟିଛନ୍ତି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ। ସେ ମେଡିକାଲରେ ଆହତମାନଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିବା ସହ ଉନ୍ନତ ଚିକିତ୍ସା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି।

ଆହୁରି ପଢ଼ନ୍ତୁ: ଓଇଆରସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ କୁମାର ଜେନା

19 Jun 2022 By The Sakala

ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା : ୩୫ରୁ ଅଧିକ ଯାତ୍ରୀ ଆହତ, ୪ ଗୁରୁତର

ବରଗଡ଼ : ବସ୍‌ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା । ଆଜି ସକାଳେ ବରପାଲିର ମେହେର ପଡ଼ା ନିକଟରେ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ଡ୍ରାଇଭରଙ୍କ ସମେତ ୩୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ସମସ୍ତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ବଲାଙ୍ଗୀରରୁ ଝାରସୁଗୁଡା ଯାଉଥିଲା ସରକାରୀ ବସ ଏବଂ ବରଗଡ଼ରୁ ବଲାଙ୍ଗୀର ଯାଉଥିବା ଏକ ମାଲ ବୋଝେଇ ଟ୍ରକ ମଧ୍ୟରେ ମୁହାଁମୁହାଁ ଧକ୍କା ହୋଇଥିଲା । ଯାହାଫଳରେ ବସ୍‌ ଓ ଟ୍ରକର ୨ ଜଣ ଡ୍ରାଇଭରଙ୍କ ସମେତ ୩୫ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ବରପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆହତଙ୍କ ମଧ୍ୟରେ ବସ୍ ଓ ଟ୍ରକ୍‌ର ଡ୍ରାଇଭର ମଧ୍ୟ ଅଛନ୍ତି। ଉଭୟ ଡ୍ରାଇଭରଙ୍କ ଅବସ୍ଥା ଗୁରୁତର ଅଛି। ଦୁର୍ଘଟଣା ସଂପର୍କରେ ଖବର ପାଇ ବରପାଲି ପୁଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଜାରି ରଖିଛି ।

ଅନ୍ୟପଟେ ଦୁର୍ଘଟଣାପରେ ବରପାଲି ମେଡିକାଲରେ ଆହତମାନଙ୍କୁ ଭେଟିଛନ୍ତି ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ। ସେ ମେଡିକାଲରେ ଆହତମାନଙ୍କୁ ଭେଟି ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ବୁଝିବା ସହ ଉନ୍ନତ ଚିକିତ୍ସା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର