ରାଜ୍ୟରେ ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କଲା ୪ ସହରର ତାପମାତ୍ରା

The Sakala Picture
Published On

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୪ ସହରର ତାପମାତ୍ରା। ଝାରସୁଗୁଡାର ତାପମାତ୍ରା ୪୧.୬ ଡ଼ିଗ୍ରୀ ରେକର୍ଡ କରାଯାଇଥିବା ବେଳେ କେନ୍ଦଝର ୪୦.୮ ଡିଗ୍ରୀ. ରାଉରକୋଲା ଓ ବାଲେଶ୍ବରର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ […]

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୪ ସହରର ତାପମାତ୍ରା। ଝାରସୁଗୁଡାର ତାପମାତ୍ରା ୪୧.୬ ଡ଼ିଗ୍ରୀ ରେକର୍ଡ କରାଯାଇଥିବା ବେଳେ କେନ୍ଦଝର ୪୦.୮ ଡିଗ୍ରୀ. ରାଉରକୋଲା ଓ ବାଲେଶ୍ବରର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା-

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ଝାରସୁଗୁଡା: 41.6°C
କେନ୍ଦୁଝର: 40.8°C
ରାଉରକେଲା: 40°C
ବାଲେଶ୍ୱର: 40°C
ହୀରାକୁଦ: 39.2°C
ଭୁବନେଶ୍ୱର: 38.8°C
ସମ୍ବଲପୁର: 38.8°C
ଚାନ୍ଦବାଲି: 38.2°C
ପୁରୀ: 34.2°C
ପାରାଦ୍ୱୀପ : 33.2°C
ଗୋପାଳପୁର :32.6°

20 Apr 2024 By The Sakala

ରାଜ୍ୟରେ ଦିନ ୧୧ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କଲା ୪ ସହରର ତାପମାତ୍ରା

ଭୁବନେଶ୍ବର: ସକାଳୁ ଆରମ୍ଭ ହୋଇଛି ଅସହ୍ୟ ତାତି। ପ୍ରବଳ ଗୁଳୁଗୁଳି ସାଙ୍ଗକୁ ମୁଣ୍ଡ ଫଟା ଖରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ଦିନ ୧୧ ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ପାର କରିଛି ୪ ସହରର ତାପମାତ୍ରା। ଝାରସୁଗୁଡାର ତାପମାତ୍ରା ୪୧.୬ ଡ଼ିଗ୍ରୀ ରେକର୍ଡ କରାଯାଇଥିବା ବେଳେ କେନ୍ଦଝର ୪୦.୮ ଡିଗ୍ରୀ. ରାଉରକୋଲା ଓ ବାଲେଶ୍ବରର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ ଟା ୩୦ ସୁଦ୍ଧା ରେକର୍ଡ ହୋଇଥିବା ତାପମାତ୍ରା-

ଝାରସୁଗୁଡା: 41.6°C
କେନ୍ଦୁଝର: 40.8°C
ରାଉରକେଲା: 40°C
ବାଲେଶ୍ୱର: 40°C
ହୀରାକୁଦ: 39.2°C
ଭୁବନେଶ୍ୱର: 38.8°C
ସମ୍ବଲପୁର: 38.8°C
ଚାନ୍ଦବାଲି: 38.2°C
ପୁରୀ: 34.2°C
ପାରାଦ୍ୱୀପ : 33.2°C
ଗୋପାଳପୁର :32.6°

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର