ସୁସ୍ଥ ସମାଜ ଗଠନ ଦିଗରେ ଗୁରୁମାନଙ୍କ ଅବଦାନ ଅତୁଳନୀୟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଆଜି ଗୁରୁଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ସ୍ବାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ତଥା ଦ୍ବିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ ସେପ୍ଟମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଉଛି । ପବିତ୍ର ଗୁରୁଦିବସ ତଥା ପୂର୍ବତନ ରାଷ୍ଟ୍ରପତି, ବିଶିଷ୍ଟ ଦାର୍ଶନିକ, ପ୍ରବୀଣ ରାଷ୍ଟ୍ରନୀତିଜ୍ଞ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁ-ଶିଷ୍ୟ ପରମ୍ପରା ଭାରତୀୟ ସଂସ୍କୃତିର ଅନନ୍ୟ ବିଭବ। ଜ୍ଞାନ […]
ଭୁବନେଶ୍ବର: ଆଜି ଗୁରୁଦିବସ । ଗୁରୁଶିଷ୍ୟ ସମ୍ପର୍କର ପବିତ୍ର ଦିନ । ସ୍ବାଧୀନ ଭାରତର ପ୍ରଥମ ଉପରାଷ୍ଟ୍ରପତି ତଥା ଦ୍ବିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିବସ ସେପ୍ଟମ୍ବର ୫ ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଉଛି । ପବିତ୍ର ଗୁରୁଦିବସ ତଥା ପୂର୍ବତନ ରାଷ୍ଟ୍ରପତି, ବିଶିଷ୍ଟ ଦାର୍ଶନିକ, ପ୍ରବୀଣ ରାଷ୍ଟ୍ରନୀତିଜ୍ଞ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁ-ଶିଷ୍ୟ ପରମ୍ପରା ଭାରତୀୟ ସଂସ୍କୃତିର ଅନନ୍ୟ ବିଭବ। ଜ୍ଞାନ ରୂପକ ଆଲୋକରେ ଜୀବନକୁ ପରିପୂର୍ଣ୍ଣ କରି ବ୍ୟକ୍ତିତ୍ୱ ନିର୍ମାଣ, ସୁସ୍ଥ ସମାଜ ଗଠନ ଦିଗରେ ଗୁରୁମାନଙ୍କ ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପବିତ୍ର ଗୁରୁଦିବସ ତଥା ପୂର୍ବତନ ରାଷ୍ଟ୍ରପତି, ବିଶିଷ୍ଟ ଦାର୍ଶନିକ, ପ୍ରବୀଣ ରାଷ୍ଟ୍ରନୀତିଜ୍ଞ ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ ମୋର ବିନମ୍ର ଶ୍ରଦ୍ଧାଞ୍ଜଳି। ଗୁରୁ-ଶିଷ୍ୟ ପରମ୍ପରା ଭାରତୀୟ ସଂସ୍କୃତିର ଅନନ୍ୟ ବିଭବ। ଜ୍ଞାନ ରୂପକ ଆଲୋକରେ ଜୀବନକୁ ପରିପୂର୍ଣ୍ଣ କରି ବ୍ୟକ୍ତିତ୍ୱ ନିର୍ମାଣ, ସୁସ୍ଥ ସମାଜ ଗଠନ ଦିଗରେ… pic.twitter.com/Nt5DUFCf5b
— Naveen Patnaik (@Naveen_Odisha) September 5, 2023
ଆହୁରି ପଢ଼ନ୍ତୁ: ଯୁବତୀଙ୍କୁ ହଷ୍ଟେଲରୁ ନେଇ ହୋଟେଲରେ ଦୁଷ୍କର୍ମ ଅଭଯୋଗ