ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

The Sakala Picture
Published On

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁରୀ ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର ପାଇଁ ୨୪, ୪୭୫ କୋଟି ସବ୍‌ସିଡିକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର। ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି। ୨୦୨୮ […]

ନୂଆଦିଲ୍ଲୀ: ଚନ୍ଦ୍ରାୟନ-୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ। ଚନ୍ଦ୍ରାୟନ-୪ ମିଶନ ପାଇଁ ୨୧୦୪ କୋଟି ଟଙ୍କା ମଞ୍ଜୁରୀ ହୋଇଛି। ଏଥିସହ ଭେନସ୍‌-ଭେନସ୍‌ ଅର୍ବିଟ୍‌ ମିଶନକୁ ମଧ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ସେହିପରି ପିଏମ୍‌ ଆଶା ଯୋଜନା ପାଇଁ ୩୫,୦୦୦ କୋଟି, ଏନପିକେ ସାର ପାଇଁ ୨୪, ୪୭୫ କୋଟି ସବ୍‌ସିଡିକୁ ଅନୁମତି ଦେଇଛନ୍ତି କେନ୍ଦ୍ର ସରକାର।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

ଚନ୍ଦ୍ରାୟନ-୩ ମିଶନର ଐତିହାସିକ ସଫଳତା ପରେ ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥା (ଇସ୍ରୋ) ‘ଚନ୍ଦ୍ରୟାନ-୪’ ପାଇଁ ପ୍ରସ୍ତୁତ ହେଉଛି। ୨୦୨୮ ମସିହାରେ ଏହାର ଲଞ୍ଚ ନେଇ ଆସ ରଖିଛି ଇସ୍ରୋ। ଏହି ମିଶନକୁ ଲୁପେକ୍ସ ମିଶନ ମଧ୍ୟ କୁହାଯିବ।

ଆହୁରି ପଢ଼ନ୍ତୁ: ରମାଦେବୀ ବିଶ୍ୱବିଦ୍ୟାଳୟରେ ବ୍ୟାପକ ଲାଞ୍ଚ କାରବାର: ୧୦୦ ଟଙ୍କା ନ ଦେଲେ ମିଳୁନି ସିଏଲ୍‌‌ସି !

ସୂଚନାଯୋଗ୍ୟ ଯେ, ୨୦୨୩ ଅଗଷ୍ଟ ୨୩ ତାରିଖରେ ଚନ୍ଦ୍ରରେ ଅବତରଣ କରିବାରେ ଭାରତ ଚତୁର୍ଥ ଏବଂ ଦକ୍ଷିଣ ମେରୁ ଅଞ୍ଚଳରେ ପହଞ୍ଚିବାରେ ପ୍ରଥମ ଦେଶ ପାଲଟିଥିଲା।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର