ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭାରସାମ୍ଯ ହରାଇ ଗଛରେ ପିଟିହେଲା କାର, ୩ମୃତ

The Sakala Picture
Published On

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଏନଏଚ- ୨୬ ଚାଞ୍ଚି ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ତାଳ ଗଛରେ ପିଟି ହୋଇ ୩ଜଣଙ୍କର ମୃତ୍ଯୁ ଘଟିଛି। ଘଟଣାସ୍ଥଳରେ ମାଆ ସହ ୨ ଛୁଆଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନା ଅନୁଯାୟୀ, କାରରେ ବଲାଙ୍ଗିର ଅଭିମୁଖେ ଯାଉଥିଲେ ପରିବାର । ଦୁର୍ଘଟଣାରେ ସ୍ୱାମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ କେସିଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଏନଏଚ- ୨୬ ଚାଞ୍ଚି ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ତାଳ ଗଛରେ ପିଟି ହୋଇ ୩ଜଣଙ୍କର ମୃତ୍ଯୁ ଘଟିଛି। ଘଟଣାସ୍ଥଳରେ ମାଆ ସହ ୨ ଛୁଆଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

ସୂଚନା ଅନୁଯାୟୀ, କାରରେ ବଲାଙ୍ଗିର ଅଭିମୁଖେ ଯାଉଥିଲେ ପରିବାର । ଦୁର୍ଘଟଣାରେ ସ୍ୱାମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ କେସିଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

27 Jul 2021 By The Sakala

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭାରସାମ୍ଯ ହରାଇ ଗଛରେ ପିଟିହେଲା କାର, ୩ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ଏନଏଚ- ୨୬ ଚାଞ୍ଚି ନିକଟରେ ମଙ୍ଗଳବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ କାର ତାଳ ଗଛରେ ପିଟି ହୋଇ ୩ଜଣଙ୍କର ମୃତ୍ଯୁ ଘଟିଛି। ଘଟଣାସ୍ଥଳରେ ମାଆ ସହ ୨ ଛୁଆଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, କାରରେ ବଲାଙ୍ଗିର ଅଭିମୁଖେ ଯାଉଥିଲେ ପରିବାର । ଦୁର୍ଘଟଣାରେ ସ୍ୱାମୀ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ କେସିଙ୍ଗା ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର