ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ଜଣେ ମୃତ, ୧୨ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର

The Sakala Picture
Published On

ପୁରୀ: ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ପୁରୀ କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାରେ ଘଟିଛି ଏହି ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁରୀରୁ କାକଟପୁର ଅଭିମୁଖେ ମୋ ବସ ଯାଉଥିବା ବେଳେ ତାକୁ କୋଣାର୍କ ଆଡୁ ଆସୁଥିବା ଏକ କାର ସାମ୍ନାରୁ ଧକ୍କା ଦେଇଥିଲା। ଯାହାଫଳରେ […]

ପୁରୀ: ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ପୁରୀ କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାରେ ଘଟିଛି ଏହି ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁରୀରୁ କାକଟପୁର ଅଭିମୁଖେ ମୋ ବସ ଯାଉଥିବା ବେଳେ ତାକୁ କୋଣାର୍କ ଆଡୁ ଆସୁଥିବା ଏକ କାର ସାମ୍ନାରୁ ଧକ୍କା ଦେଇଥିଲା। ଯାହାଫଳରେ ବସ୍‌ରେ ଥିବା ୧୦ ଜଣ ଏବଂ କାର୍‌ରେ ଥିବା ୪ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଗୁରୁତରଙ୍କୁ ମଧ୍ୟରୁ ଜଣେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୋ ବସ ଡ୍ରାଇଭର ଏବେ ବି ବସ ମଧ୍ୟରେ ଫସି ରହିଥିବା ବେଳେ ତାଙ୍କୁ ଉଦ୍ଧାର ପାଇଁ କୋଣାର୍କ ଚମ୍ପାହର ଅଗ୍ନିଶମ ବିଭାଗ କାର୍ଯ୍ୟ ଜାରି ରଖିଛି।

ଆହୁରି ପଢ଼ନ୍ତୁ: ଜନଗଣନା କରିବାକୁ ଯାଇ ଶିକ୍ଷୟିତ୍ରୀ ନିଖୋଜ, ତିନି ଦିନ ହେଲା ମିଳୁନି ପତ୍ତା

18 Sep 2023 By The Sakala

ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା; ଜଣେ ମୃତ, ୧୨ରୁ ଉର୍ଦ୍ଧ୍ବ ଯାତ୍ରୀ ଗୁରୁତର

ପୁରୀ: ମୋ ବସ୍‌ ଓ କାର୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ପୁରୀ କୋଣାର୍କ ମେରାଇନ ଡ୍ରାଇଭ ରାସ୍ତାରେ ଘଟିଛି ଏହି ସଡକ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ମୃତ୍ୟୁବରଣ କରିଥିବାବେଳେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୁରୀରୁ କାକଟପୁର ଅଭିମୁଖେ ମୋ ବସ ଯାଉଥିବା ବେଳେ ତାକୁ କୋଣାର୍କ ଆଡୁ ଆସୁଥିବା ଏକ କାର ସାମ୍ନାରୁ ଧକ୍କା ଦେଇଥିଲା। ଯାହାଫଳରେ ବସ୍‌ରେ ଥିବା ୧୦ ଜଣ ଏବଂ କାର୍‌ରେ ଥିବା ୪ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ । ଗୁରୁତରଙ୍କୁ ମଧ୍ୟରୁ ଜଣେ ମୃତ୍ୟୁବରଣ କରିଥିବା ଜଣାପଡିଛି । ମୋ ବସ ଡ୍ରାଇଭର ଏବେ ବି ବସ ମଧ୍ୟରେ ଫସି ରହିଥିବା ବେଳେ ତାଙ୍କୁ ଉଦ୍ଧାର ପାଇଁ କୋଣାର୍କ ଚମ୍ପାହର ଅଗ୍ନିଶମ ବିଭାଗ କାର୍ଯ୍ୟ ଜାରି ରଖିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର