ଓଡ଼ିଶା
<% catList.forEach(function(cat){ %> <%= cat.label %> <% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %> <%= node_description %>
<% } %> <% catList.forEach(function(cat){ %> <%= cat.label %> <% }); %>
ନଦୀରେ ଗାଧେଇବା ବେଳେ ପାଣିରେ ବୁଡିଗଲେ ଦୁଇ ନାବାଳକ ଭାଇ; ଜଣେ ମୃତ, ଅନ୍ୟ ଜଣେ ନିଖୋଜ
Published On
By Madhusudan Das
ବାଲିବନ୍ଧ/କେନ୍ଦୁଝର: ନଦୀରେ ଗାଧୋଇବା ହେଲା କାଳ । ପାଣିରେ ବୁଡି ଚାଲିଗଲା ନାବାଳକ ଛାତ୍ରର ଜୀବନ । ଝୁମ୍ପୁରା ଥାନା ଅଧିନ ଅର୍ଶଳା ପଞ୍ଚାୟତ ଅର୍ଶଳା ଗ୍ରାମନିକଟରେ ଥିବା ଅରଡେଇ ନଦୀରେ ଘଟିଛି ଏପରି ଏକ ହୃଦୟବିଦାରକ ଘଟଣା । ୬ଜଣ ନାବାଳକ ଛାତ୍ର ସାଙ୍ଗ ହୋଇ ନଦୀରେ ଗାଧେଇବା ବେଳେ ଦୁଇ ଜଣ ପାଣିରେ...
ରେଳ ଧାରଣାରେ ରିଲ୍ସ ବନାଉଥିଲେ, ଟ୍ରେନ୍ ଧକ୍କାରେ ନାବାଳକଙ୍କ ଶୋଚନୀୟ ମୃତ୍ୟୁ
Published On
By Madhusudan Das
ବୌଦ୍ଧ: ଟ୍ରେନ୍ ଲାଇନରେ ରିଲ୍ସ ବେଳେ ନାବାଳକ ମୃତ । ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେବା ଏବଂ କିଛି ଲାଇକ୍ ପାଇବା ପାଇଁ ଯୁବପିଢ଼ି ନିଜ ଜୀବନକୁ ବିପଦରେ ପକାଇବାକୁ ପଛାଉ ନାହାନ୍ତି। ଏଭଳି ଏକ ଅଭାବନୀୟ ତଥା ଦୁଃଖଦ ଘଟଣା ବୌଦ୍ଧ ଜିଲ୍ଲାରେ ଦେଖିବାକୁ ମିଳିଛି। ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ରିଲ୍ସ (Reel)...
ଉମରକୋଟ କଲେଜରେ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ହିଂସା: ଗୋଷ୍ଠୀ ସଂଘର୍ଷରେ ଯୁବକଙ୍କୁ ଛୁରାମାଡ଼
Published On
By Madhusudan Das
ଭୁବନେଶ୍ୱର: ଆଗକୁ ଆସୁଛି ଛାତ୍ର ସଂସଦ ନିର୍ବାଚନ। ଏହା ପୂର୍ବରୁ ନବରଙ୍ଗପୁର ଜିଲ୍ଲା ଉମରକୋଟ ମହାବିଦ୍ୟାଳୟରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକଙ୍କ ନାମ ଦୀପ କମଲ ମହାପାତ୍ର ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ କଲେଜରେ...
ରିଲ୍ ନିଶା ନେଲା ଜୀବନ: ବିଷଧର ନାଗ ସାପ କାମୁଡ଼ାରେ ସାପୁଆଙ୍କ ମୃତ୍ୟୁ
Published On
By Madhusudan Das
ପୁରୀ: ରିଲ୍ ନିଶା ନେଲା ଜୀବନ । ସାମାଜିକ ଗଣମାଧ୍ୟମରେ ରିଲ୍ (Reel) କରିବା ନିଶା ଜଣେ ଯୁବକଙ୍କ ଜୀବନ ନେଇଛି। ଶୁକ୍ରବାର ଦିନ ଏକ ବିଷଧର ନାଗ ସାପ ସହ ରିଲ୍ କରୁଥିବା ସମୟରେ ସାପ କାମୁଡ଼ାରେ ଜଣେ ୨୮ ବର୍ଷୀୟ ସାପ ଧରାଳିଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁରୀ ସଦର...
କେନ୍ଦ୍ରାପଡ଼ାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବସ୍ ଓ ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ
Published On
By Madhusudan Das
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ କଟକ-ଚାନ୍ଦବାଲି ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଏବଂ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, କଟକ-ଚାନ୍ଦବାଲି ରାସ୍ତାରେ ଥିବା ଚାଣକ୍ୟ ହୋଟେଲ ସମ୍ମୁଖରେ ଏହି ଦୁର୍ଘଟଣା ଘଟିଥିଲା। ବସ୍ ଓ ବାଇକ୍...
ଏକଲବ୍ୟ ବିଦ୍ୟାଳୟରେ ଅବ୍ୟବସ୍ଥା: ରାଜରାସ୍ତାରେ ୫୦୦ ଛାତ୍ରଛାତ୍ରୀ, ୪୯ ନଂ ଜାତୀୟ ରାଜପଥ ଅବରୋଧ
Published On
By Madhusudan Das
ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଉତ୍କଟ ଅବ୍ୟବସ୍ଥାକୁ ନେଇ ଆଜି ଛାତ୍ରଛାତ୍ରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଶେଷରେ ପ୍ରାୟ ୫୦୦ ଛାତ୍ରଛାତ୍ରୀ ହାତରେ ପ୍ଲାକାର୍ଡ ଧରି...
୯ କୋଟିରୁ ଉର୍ଦ୍ଧ୍ଵ ଟଙ୍କାର ସ୍କାମ୍: ସଡକ ଓ ଗୃହ ନିର୍ମାଣ ବିଭାଗର ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ
Published On
By Madhusudan Das
ଭୁବନେଶ୍ୱର: ସଡକ ଓ ଗୃହ ନିର୍ମାଣ ବିଭାଗ ଦୁର୍ନୀତି ମାମଲାରେ ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ । ୯.୨୪ କୋଟି ଟଙ୍କାର ଅର୍ଥ ତୋଷାରପାତ ମାମଲାରେ ୩ ସରକାରୀ ଅଧିକାରୀ ଗିରଫ । ଭୁବନେଶ୍ୱରସ୍ଥିତ ଅଧୀକ୍ଷଣ ଯନ୍ତ୍ରୀ, ଆର ଆଣ୍ଡ ବି ଡିଭିଜନ୍-୧ କାର୍ଯ୍ୟାଳୟରେ ହୋଇଥିବା ୯.୨୪ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଅର୍ଥ ହଡ଼ପ ମାମଲାରେ...
ଆଦିବାସୀଙ୍କ ସମସ୍ୟାକୁ ନେଇ ବିଜେଡି ଏସଟି ସେଲର ଉଦ୍ବେଗ ପ୍ରକାଶ, ନବୀନଙ୍କ ନିକଟରେ ସମସ୍ୟା ବଖାଣିଲେ ଆଦିବାସୀ ନେତା
Published On
By Madhusudan Das
ଭୁବନେଶ୍ୱର: ବିଜେଡି ଅନୁସୂଚିତ ଜନଜାତି (ଏସଟି) ସେଲର ପ୍ରଥମ ବୈଠକରେ ଆଦିବାସୀଙ୍କ ସମସ୍ୟାକୁ ନେଇ ଗଭୀର ଉଦବେଗ ପ୍ରକାଶ ପାଇଛି । ଶଙ୍ଖଭବନ ଠାରେ ଏସଟି ସେଲର ସଭାପତି ଶ୍ରୀ ସୁଦାମ ମାରାଣ୍ଡିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଓଡ଼ିଶାର ଆଦିବାସୀ ସମାଜ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରାଯାଇଥିଲା । ଏହି ବୈଠକରେ...
ଛାତ୍ର ସଂସଦ ନିର୍ବାଚନରେ ବିଜେପିର ଅରାଜକତା ଗଣତନ୍ତ୍ରକୁ ହତ୍ୟା କରୁଛି: ବିଜେଡି
Published On
By Madhusudan Das
ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନରେ ବିଜେପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ବିଜେପି ବିଧାୟକ ଓ ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ ଓ କର୍ମଚାରୀଙ୍କୁ ନେଇ ରଣନୀତି ପ୍ରସ୍ତୁତ କରୁଛନ୍ତି। ଦେଶରେ ଗଣତନ୍ତ୍ରକୁ ବିଜେପି ହତ୍ୟା କରୁଥିବା ବେଳେ ଏବେ କ୍ୟାମ୍ପସ ରାଜନୀତିରେ ବିଜେପି ଗଣତନ୍ତ୍ରକୁ ହତ୍ୟା କରୁଛି କହି ସରକାରଙ୍କ...
ଲାଞ୍ଜିଗଡ଼ରେ ୧୦୦ରୁ ଅଧିକ ଏସ୍ଏଚ୍ଜି ମହିଳାମାନଙ୍କୁ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି ବେଦାନ୍ତ ଆଲୁମିନିୟମ
Published On
By Madhusudan Das
ଭୁବନେଶ୍ୱର: ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗେଇ ନେବା ଲାଗି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ୍ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ତାହାର ସ୍ୱୟଂ ସହାୟକ ଗୋଷ୍ଠୀ କାର୍ଯ୍ୟକ୍ରମ...
ସୁନ୍ଦରଗଡ଼ରେ ଯାତ୍ରୀବାହୀ ବସ୍ ଓଲଟି ୧୫ ଆହତ
Published On
By Madhusudan Das
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ବଡ଼ ସଡକ ଦୁର୍ଘଟଣା । ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ମଧୁପୁର (ଚିଲବଂଶ) ନିକଟରେ ଏକ ଯାତ୍ରୀବାହୀ ବସ୍ ଓଲଟି ପଡ଼ିବାରୁ ଅତିକମରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ହଂସିକା ନାମକ ଏହି ଘରୋଇ ବସ୍ଟି ଝାରସୁଗୁଡ଼ାରୁ ବଣାଇଗଡ଼ ଅଭିମୁଖେ ଯାତ୍ରା କରୁଥିଲା। ଡ୍ରାଇଭର ଜଣକ ଗାଡ଼ି ଉପରୁ ନିୟନ୍ତ୍ରଣ...
ଅକ୍ଟୋବର ୧୩ ବେଳକୁ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା: IMD
Published On
By Madhusudan Das
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ପାଣିପାଗ ସମ୍ପର୍କରେ ଏକ ବଡ଼ ସୂଚନା ଦିଆଯାଇଛି। ଆସନ୍ତା ଅକ୍ଟୋବର ୧୩ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଇଏମଡିର ସୂଚନା ଅନୁଯାୟୀ, ବର୍ତ୍ତମାନ ଥାଇଲାଣ୍ଡ ଉପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ...



