ଭୁବନେଶ୍ବର: ଭୁବନେଶ୍ବର ଏମ୍ସରେ ସିବିଆଇ ଚଢ଼ାଉ। ନିଯୁକ୍ତି ଜାଲିଆତି ନେଇ ସିବିଆଇର ଚଢ଼ାଉ। ଭୁବନେଶ୍ବର ଏମ୍ସ ସମେତ ଏକାଧିକ ସ୍ଥାନରେ ଚଢ଼ାଉ। ଭୁବନେଶ୍ବର କଳ୍ପନା ସ୍ଥିତ ଏକ ଫ୍ଲାଟ୍, ଜଗତସିଂହପୁରରେ ଚଢ଼ାଉ କରାଯାଇଛି। ଚଢ଼ାଉ କରି ବିପୁଳ କାଗଜପତ୍ର ଜବତ କରିଛି ସିବିଆଇ।
ଭୁବନେଶ୍ବର ଏମ୍ସରେ ସିବିଆଇ ଚଢ଼ାଉ